Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!

21-Apr-2026

ବୁଗୁଡ଼ା ମେଡିକାଲରେ ଅଗ୍ନିଶମ ବିଭାଗ ପକ୍ଷରୁ ମକ୍‌ଡ୍ରିଲ

 ଓଡିଶା ଜନ ମତ,ବୁଗୁଡା,କୁମୁଦ ଚନ୍ଦ୍ର ବେହେରା: ---

ଜାତୀୟ ଅଗ୍ନିସେବା ସୁରକ୍ଷା ସପ୍ତାହ ପାଳନ ଅବସରରେ ସ୍ଥାନୀୟ ଅଗ୍ନିଶମ ବିଭାଗ ପକ୍ଷରୁ ବୁଗୁଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ମକ୍‌ଡ୍ରିଲ ଅନୁଷ୍ଠିତ ହୋଇଯାଇଛି। ଅଗ୍ନିଶମ ଅଧିକାରୀ ପ୍ରତାପ କୁମାର ସ୍ବାଇଁଙ୍କ ନେତୃତ୍ବରେ ଆୟୋଜିତ ଉକ୍ତ ମକ୍‌ଡ୍ରିଲ କାର୍ଯ୍ୟକ୍ରମରେ ଅଗ୍ନିଶମ ବିଭାଗ କର୍ମଚାରୀ ପ୍ରଦୀପ ପାଟଶାଣୀ, କ୍ଷୀରୋଦ କୁମାର ନାୟକ, ଜଗବନ୍ଧୁ ମାହାରି, ଅଶୋକ କୁମାର ଭୋଳ ଉପସ୍ଥିତ ରହି ନିଆଁ ଲାଗିଲେ କିପରି ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର ଓ ସୁରକ୍ଷା ପ୍ରଦାନ କରାଯାଇପାରିବ ସେନେଇ ସଚେତନ କରାଯିବା ସହ ବିଦ୍ୟୁତ୍, ତୈଳ ଓ ଅନ୍ୟାନ୍ୟ ଅଗ୍ନିକାଣ୍ଡ ସମୟରେ ଅଗ୍ନି ନିର୍ବାପକ ଯନ୍ତ୍ରର ପ୍ରୟୋଗ କୌଶଳ ପ୍ରଦର୍ଶନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟକେନ୍ଦ୍ରର କର୍ମଚାରୀବୃନ୍ଦ ଉପସ୍ଥିତ ରହି ପ୍ରଶିକ୍ଷଣ ଗ୍ରହଣ କରିଥିଲେ।

News Comment

You Might Also Like

BACK TO TOP