Breaking News

ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନଶ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||     

ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |

21-Apr-2026

ମାମଙ୍ଗଳା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଇଁ ଜଳ ଯାତ୍ରା।  

 ଓଡିଶା ଜନ ମତ,ଖଲ୍ଲିକୋଟ , ବିକାଶ କୁମାରସାହୂ

,ତା -୨୧-୪-୨୦୨୬ :---

ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ନୂତନ ଗୁରୁଣ୍ଠି ଗ୍ରାମରେ ମାମଙ୍ଗଳା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା  ସୋମବାର ଠାରୁ ଆରମ୍ଭ ହୋଇଛି। ମଙ୍ଗଳବାର ଦିନ ଜଳଯାତ୍ରା ,ଶାଲା ସଂସ୍କାର ,କର୍ମାରମ୍ଭ ଏବଂ ଅଗ୍ନି ସଂସ୍କାର କାର୍ଯ୍ୟକ୍ରମ ରହିଥିଲା। ମଙ୍ଗଳବାର  ସକାଳ ସମୟରେ  ଶ୍ରୀକୃଷ୍ଣ ଶରଣ ପୁର ଗ୍ରାମରେ ଥିବା ସକଳେସ୍ୱରମନ୍ଦିର ପୁଷ୍କରିଣୀ ରୁ ପ୍ରାୟ ତିନି ଶହ ରୁ ଉର୍ଦ୍ଧ୍ବ ମହିଳା ବିଧିମୁତାବକ ପୂଜାର୍ଚ୍ଚନା ପରେ କଲସପୂର୍ଣ ଜଳ ଧରି  ପ୍ରାୟ ତିନି କିଲୋମିଟର ରାସ୍ତା ଶୋଭାଯାତ୍ରାରେ ଯାଇ ନୂତନ ଗୁରୁଣ୍ଠି ଜଜ୍ଞ ମଣ୍ଡପରେ ପହଞ୍ଚି ଥିଲେ। ପଣ୍ଡିତ ଗୈରି ଶଙ୍କର ମିଶ୍ର ଅନ୍ୟ ସହଯୋଗୀ ପଣ୍ଡିତ ମାନଙ୍କ ଦ୍ଵାରା ପୂଜା କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହିଜଜ୍ଞ ପୂର୍ଣ୍ଣ।ହୁତି ୨୫ ତାରିଖରେ ସରିବ। ଏଠାରେ ଘୃତ ଜଜ୍ଞ ,ନାମ ଜଜ୍ଞ, ଅର୍ଣ୍ଣଜଜ୍ଞ,ଜ୍ଞାନ ଜଜ୍ଞ ର ବ୍ୟବସ୍ଥା କରାଯାଇଛି। ନୂତନ ଗୁରୁଣ୍ଠି ଗ୍ରାମବାସୀ ବୃନ୍ଦ ଶାନ୍ତିଶୃଙ୍ଖଳା ସହ ପରିଚାଳନା କରୁଛନ୍ତି।

News Comment

You Might Also Like

BACK TO TOP