Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |

21-Apr-2026

ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ  , ବହୁ ପ୍ରତିଭାଧାରୀ ସମ୍ମାନିତ  ,

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :--

ଅଗ୍ରଣୀ ସେବା ଅନୁଷଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଶନିବାର ରେଲ୍ ୱେ ଇନଷ୍ଟିଚ୍ୟୁଟ ମଣ୍ଡପ ପରିସରରେ ଉତ୍ସବ ୨୦୨୬ ନାମରେ ଆୟୋଜିତ ହୋଇଯାଇଛି ।ଫାଉଣ୍ଡେସନ ର ମୁଖ୍ୟ ପରିଚାଳିକା ଶ୍ରଦ୍ଧାଞ୍ଜଳୀ ପାଢ଼ୀ ଓ ସଭାପତି ପ୍ରଣବ କୁମାର୍ ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଉତ୍ସବରେ ମୁଖ୍ୟ ଅତିଥି ରୂପେ ମେୟର ସଙ୍ଘମିତ୍ରା ଦଳାଇ ଯୋଗ ଦେଇଥିବାବେଳେ ସମ୍ମାନୀତ ଅତିଥି ଭାବେ  ଷ୍ଟେସନ ମ୍ୟାନେଜର ଦୁର୍ଗା ପ୍ରସାଦ ବ୍ରହ୍ମା, ଜିଲ୍ଳା କ୍ରୀଡ଼ା ଅଧିକାରୀ ତାପସ କୁମାର୍ ସାମଲ, ସାଂସଦ ପ୍ରତିନିଧି ମୀନା ଦ୍ୟାନ୍ ସାମନ୍ତରାୟ, ସମାଜସେଵୀ ରାଜେଶ ପାତ୍ର,ଅଶୋକ ସାହୁ,  ପ୍ରଭାକର ପାଢ଼ୀ, ବାବୁ ଗୌଡ଼, ରଞ୍ଜିତ୍ ପାଢ଼ୀ , ବିଦ୍ୟାଧର ପାଢ଼ୀ, ଧିରେନ ମହାରଣା, ରାଜେଶ୍ ପାତ୍ର, ସୁଦୀପ କୁମାର୍ ସାହୁ ଓ କବିସୂର୍ଯ୍ୟ ରକ୍ତ ଦାନ ଅନୁଷ୍ଠାନ ମୁଖ୍ୟ ସୁମନ୍ତ କୁମାର୍ ଚର୍ଚ୍ଚି ପ୍ରମୁଖ ଯୋଗ ଦେଇଥିଲେ ।ଏହି ଅବସରରେ ନିମନ୍ତ୍ରିତ ଅତିଥି ଙ୍କ ସହ ବିଭିନ୍ନ କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା ବହୁ ବିଶିଷ୍ଟ ବ୍ୟକ୍ତିତ୍ୱ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ବ୍ରାଣ୍ଡ ଆମ୍ବାସାଡର ଡ. ସୋନାଲି ସାହୁ, ଅନ୍ୟତମ ବ୍ରାଣ୍ଡ ଆମ୍ବାସାଡାର ଶୁଭଶ୍ରୀ ତ୍ରିପାଠୀ, ଘୋଷକ ରାଇ ରଞ୍ଜନ ନନ୍ଦ ପ୍ରମୁଖ କାଯ୍ୟକ୍ରମ ପରିଚାଳନା କରିଥିଲେ ।

News Comment

You Might Also Like

BACK TO TOP