Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ବୁଗୁଡ଼ା ଆଞ୍ଚଳିକ ବରିଷ୍ଟ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ |

23-Apr-2026

ବାଲିପଦର ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ

 ଓଡିଶା ଜନ ମତ,ବୁଗୁଡ଼ା,୨୩/୦୪:

କୁମୁଦ ଚନ୍ଦ୍ର ବେହେରା:--

ବୁଗୁଡ଼ା ବ୍ଳକ୍ ଅନ୍ତର୍ଗତ ବାଲିପଦର ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ  ପ୍ରବଳ ଗ୍ରୀଷ୍ମ ପ୍ରବାହ କାରଣରୁ ପଥ ଚାରୀ ମାନଙ୍କୁ ଶୋଷ ନିବାରଣ ନିମନ୍ତେ ପଣା ବଣ୍ଟନ କରା ଯାଇଛି। ଆଜି ବାଲିପଦର ବଜାରରେ ୪୦ ଡିଗ୍ରୀ ତାପମାତ୍ରାକୁ ଦ୍ରୁ୍ଷ୍ଟିରେ ରଖି ପଚାଶ ଖଣ୍ଡ ଗ୍ରାମର ବ୍ୟବସାୟିକ ପେଣ୍ଠସ୍ଥଳ ବାଲିପଦରର ଜଙ୍କସନ ଠାରେ ଶତାଧିକ ପଥଚାରୀଙ୍କୁ ପଣା ବଣ୍ଟନ କରି ବରିଷ୍ଠ ନାଗରିକ ମାନେ ଜନସାଧାରଣଙ୍କୁ ଅଂଶୁଘାତରୁ ରକ୍ଷାକରିବା ପାଇଁ ପ୍ରୟାସ ଜାରି ରଖିଛନ୍ତି। ନାଗରିକ ମଞ୍ଚ ସଭାପତି ଇଂ. ବିପ୍ର ଚରଣ ପାତ୍ରଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ସମ୍ପାଦକ ପ୍ରକାଶ ଚନ୍ଦ୍ର ରଥ, ବଂଶିଧର ବିଷୋୟୀ, ମାଧବ ଚନ୍ଦ୍ର ଭୋଳ, ଇଂ. ମହେଶ୍ବର ଗୁରୁ, ମଙ୍ଗୁଳି ପାତ୍ର, ବି. କ୍ରିଷ୍ଣା ରାଓ ଦୋରା, ଲକ୍ଷ୍ମଣ କୁମାର ଜେନା, ନରସିଂହ ପାତ୍ର, ଖଲିପାତ୍ର, କେ. କେଶବ ପାତ୍ର, କେ. ସୁବାସ ପାତ୍ର, କେ. କୈଳାସ ଚନ୍ଦ୍ର ପାତ୍ର, ଶଶି ଭୂଷଣ ସେନାପତି, ପ୍ରଫୁଲ କୁମାର ଜେନା, ଦେବରାଜ ମହାରଣା ପ୍ରମୁଖ ସହଯୋଗ କରିଥିଲେ। ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଭୂୟସୀ ପ୍ରଶଂସା କରା ଯାଇଛି।

News Comment

You Might Also Like

BACK TO TOP