Breaking News

ପୋଲସରା ରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ |    (24-Apr-2026)       ||      ପୁରୁଷୋତ୍ତମପୁର ବ୍ଲକରେ ପାଳନ ହେଲା ଜାତୀୟ ପଞ୍ଚାୟତ ରାଜ ଦିବସ    (24-Apr-2026)       ||      ପୁଞ୍ଜି କଁୟା ଛକଠା ରେ ଟଙ୍କା ଵ୍ୟଗ ଲୁଟିନେଲେ ଲୁଟେରା ||   (24-Apr-2026)       ||      ବୁଗୁଡ଼ା ଆଞ୍ଚଳିକ ବରିଷ୍ଟ ନାଗରିକ ମଞ୍ଚ ପକ୍ଷରୁ ପଣା ବଣ୍ଟନ |    (23-Apr-2026)       ||      ପ୍ଲଟ ବ୍ୟବସାୟୀଙ୍କୁ ଅପହରଣ ପରେ ହତ୍ୟା ରେ ସାମିଲ ଅଭିଯୁକ୍ତ କୁ ଗିରଫକଲା ପୋଲିସ |   (23-Apr-2026)       ||      ଟିକାବାଲି ଥାନା ରେ ପୂର୍ବରୁ ତିନୋଟି ଚୋରି ଘଟଣା ରେ ଫେରାର ହୋଇଥିବା ଅଭିଯୁକ୍ତ ଗିରଫ |    (23-Apr-2026)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଟି ସଂଘର୍ଷ, ଦୁଇ ପକ୍ଷରୁ ଚାରି ଜଣ ଗିରଫ |    (23-Apr-2026)       ||      ରୁକ୍ମୁଣୀ ନଗର ବାସିନ୍ଦା ବୁଦ୍ଧିମନ୍ତ ପାଢ଼ୀଙ୍କର ଦେହାନ୍ତ |   (22-Apr-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଅନୁଷ୍ଠିତ |    (21-Apr-2026)       ||      ଏଡସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ||   (21-Apr-2026)       ||      19 ଥର ରକ୍ତ ଦେଈ ଉଦାହରଣ ସାଜିଲେ ଦିବ୍ୟଙ୍ଗ ଶିକ୍ଷକ ରବୀନ୍ଦ୍ର ସେଠୀ |   (21-Apr-2026)       ||      ନୂତନ ଗୁରୁଣ୍ଠି ଠାରେ ମାଆ ମଙ୍ଗଳ ଙ୍କ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ପାଈଁ ଜଳ ଯାତ୍ରା ଅନୁଷ୍ଠିତ |    (21-Apr-2026)       ||      କଞ୍ଚଣା ଛକରେ ସ୍କୁଟି କାର ଧକ୍କା ଜଣେ ଯୁବକ ଗୁରୁତର |    (21-Apr-2026)       ||      ବିଗୁଡା ମେଡିକାଲ ରେ ଅଗ୍ନିଶମ ବିଭାଗ ତରଫରୁ ଆସୁ ବିପଦ ରୁ ରକ୍ଷା ପାଈଁ ମକ ଡ୍ରିଲ!   (21-Apr-2026)       ||      ଗଞ୍ଜାମ ଜିଲ୍ଲା ର ଲୋକ ମାନଙ୍କ ଲୁକାୟିତ ସଙ୍ଗୀତ ପ୍ରତିଭା କୁ ବିକଶିତ କରିବା ପାଈଁ ସିଙ୍ଗିଙ୍ଗ କଣ୍ଟେଷ୍ଟ ସିଜନ 2ର ଆରମ୍ଭ ନିମନ୍ତେ ସାମ୍ବାଦିକ ସମ୍ମିଳନୀ |    (21-Apr-2026)       ||      ପୁରୁଷୋତ୍ତମପୁର ବ୍ଳକର ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘର ନୂତନ କର୍ମ କର୍ତ୍ତା ନିର୍ବାଚନ |    (21-Apr-2026)       ||      "କଟିବ୍ୟଥା ସଚେତନତା ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |    (21-Apr-2026)       ||      କାର ଧକ୍କାରେ ମହିଳା ମୃତ |    (21-Apr-2026)       ||      ଭଞ୍ଜନଗର ଜଳ ଭଣ୍ଡାର ରେ ବୁଡି ଦୁଇ ଛାତ୍ର ମୃତ ||   (20-Apr-2026)       ||      ଦୁଇ ବେଆଇନ ଗୋ ଚାଲାଣ କାରୀ ଗାଈ ଗାଡି ଜବତ କଲା ବୁଗୁଡ଼ା ପୋଲିସ |   (20-Apr-2026)       ||     

ପୋଲସରା ରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ |

24-Apr-2026

ଜାତୀୟ ପଞ୍ଚାୟତିରାଜ ଦିବସ ୨୦୨୬ ପାଳନ, ମନ୍ତ୍ରୀଙ୍କ ଦ୍ଵାରା ଅନ୍ତୋଦୟ ଗୃହ ବଣ୍ଟନ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
  ୨୪/୦୪/୨୬ :--

ପୋଲସରା ବ୍ଲକ ପରିସରରେ ଆଜି ଜାତୀୟ ପଞ୍ଚାୟତି ରାଜ ଦିବସ ୨୦୨୬ ଅତି ଧୁମଧାମରେ ପାଳିତ ହୋଇଯାଇଛି। ବ୍ଳକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶିଭୂଷଣ ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ କ୍ଷୁଦ୍ର ଓ ଅତି କ୍ଷୁଦ୍ର ମଧ୍ଯମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ପ୍ରଦିପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ମନ୍ତ୍ରୀ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଗୁଡିକ ସମ୍ପର୍କରେ ଅବଗତ କରାଇବା ସହ ୧୬୯ ଯୋଗ୍ୟ ହିତାଧିକାରୀଙ୍କୁ ଅନ୍ତୋଦୟ ଗୃହ ବଣ୍ଟନ କରିବା ସହିତ ନିର୍ଧାରିତ ସମୟ ସିମା ଭିତରେ ଗୃହ ଗୁଡ଼ିକ କରିଥିବା ୨୦ ଜଣ ହିତାଧିକାରୀଙ୍କୁ ୨୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ମଧ୍ୟ ପ୍ରଦାନ କରିଥିଲେ । ଜିଲ୍ଲା ପରିଷଦ ସଭ୍ୟା ଝୁନୁ ଦାସ, ବ୍ଳକ ସାଂସଦ ପ୍ରତିନିଧି ଶରତ ଚନ୍ଦ୍ର ପାଣିଗ୍ରାହୀ ମଞ୍ଚାସିନ ହୋଇଥିବା ବେଳେ ସମସ୍ତ ପଞ୍ଚାୟତର ସରପଞ୍ଚ, ସମିତି/ସଭ୍ୟା ଓ ବ୍ଳକ ସମସ୍ତ କର୍ମଚାରୀ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP