Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ପ୍ରଥମ ଥର କରି ବାଲିଗୁଡା ବନ ଖଣ୍ଡ ରୁ ରଥ ତିଆରି ପାଈଁ ପୁରୀ କାଠ ଗଲା |

25-Apr-2026

ବାଲିଗୁଡ଼ା ବନଖଣ୍ଡ ରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରା ରେ ରଥ ନିର୍ମାଣ ପାଇଁ କାଠ ଗଲା

ଓଡିଶା ଜନମତ,ବାଲିଗୁଡା, ତା,୨୫/୦୪:

ସଞ୍ଜୟ କୁମାର ପାଣିଗ୍ରାହୀ: ---

କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡ ର କୋଟଗଡ ବନାଞ୍ଚଳରୁ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ରେ ୩ ରଥ ନିର୍ମାଣ ପାଇଁ ରଥକାଠ କୁ ଶନିବାର ପୁରୀ ପଠାଗଲା | ୪୦ ଫୁଟ ଲମ୍ବ ୩ ଫୁଟ ଗୋଲେଇ ୨୩ଗୋଟି ଢ଼ଉ ଗଣ୍ଡିକାଠ ଯାହାର ପରିମାଣ ୬୦୦ସିପ୍ଟ | ବନବିଭାଗ ର ପୂର୍ବ ପ୍ରସ୍ତୁତି ଅନୁଯାଇ ଆଜି ଏହି କାଠ ବୋଝେଇ ଟ୍ରକ ଟିକୁ କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ ବାଲିଗୁଡ଼ା ଶ୍ରୀଜଗନ୍ନାଥ ମନ୍ଦିର ନିକଟରେ ପୂଜାର୍ଚନା ସହ କାଠଯାନ କୁ ସ୍ୱାଗତ ସମ୍ବର୍ଦ୍ଧନା ପୂର୍ବକ ପତାକା ଦେଖାଇ ଛଡା ଯାଇଛି।| ଶ୍ରୀ ଜଗନ୍ନାଥ ମନ୍ଦିର ଟ୍ରଷ୍ଟ ବୋର୍ଡ ର ମଧୁସୂଦନ ଦାସ, ଭଗବାନ ପଣ୍ଡା, ଉପଜିଲ୍ଲାପାଳ ପ୍ରଣୀତା ଦାସ, ଏସଡିପିଓ ଶୁଭମ ଭୋସଲେ ପ୍ରମୂଖ ଉପସ୍ଥିତ ରହି ଥିବା ବେଳେ ବାଲିଗୁଡ଼ା ବନଖଣ୍ଡ ପକ୍ଷରୁ ସମସ୍ତ ଅୟୋଜନ କରାଯାଇ ଥିବା ବେଳେ ଡିଏଫଓ ଘନ ଶ୍ୟାମ ମହାନ୍ତ, ରେଞ୍ଜର ଡି.ସୁବାଷ, ଫରେଷ୍ଟର ପପୁ ଦୋରା, ସମେତ କ.ନୂଆଗାଁ ରେଞ୍ଜର ରମାକାନ୍ତ କହଁର, ସୁଶାନ୍ତ କୁମାର ବୈଶାଖୀ ପ୍ରମୁଖ ଉପସ୍ଥିତିରେ ଭବ୍ୟ ସ୍ୱାଗତ କରିଥିଲେ | ପ୍ରଥମଥର ପାଇଁ କୋଟଗଡ ଜଙ୍ଗଲ ରୁ ଶ୍ରୀକ୍ଷେତ୍ର ପୁରୀ ରଥଯାତ୍ରାକୁ କାଠ ୨୩ ଖଣ୍ଡ ରୁ ଉର୍ଦ୍ଧ ଯାଉଥିବାରୁ  ବାଲିଗୁଡ଼ା ଅଞ୍ଚଳ ର ଜଗନ୍ନାଥ ପ୍ରେମୀ ଆନନ୍ଦିତ ଥିବା ଦେଖିବାକୁ ମିଳିଥିଲା l

News Comment

You Might Also Like

BACK TO TOP