Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ନୂତନ ଗୁରୁଣ୍ଠି ରେ ମଙ୍ଗଳା ମାଆଙ୍କ ନୂତନ ମଦିର ଓ ବିଗ୍ରହ ପ୍ରତିଷ୍ଠା ଓ ପୂର୍ଣ୍ଣାହୁତି ଶେଷ |

25-Apr-2026

ମାମଙ୍ଗଳା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉଛବ ପୂର୍ଣ୍ଣ।ହୁତି |

        ଓଡିଶା ଜନ ମତ,ଖଲ୍ଲିକୋଟ ବିକାଶ କୁମାର ସାହୁ, 

ତା ୨୫-୪-୨୦୨୬ :---ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ନୂତନ ଗୁରୁଣ୍ଠି ଗ୍ରାମରେ ମାମଙ୍ଗଳା ଦେବୀଙ୍କ ନୂତନ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା  ସୋମବାର ଠାରୁ ଆରମ୍ଭ ହୋଇ ଶନିବାର ଦିନ ଉଦଯାପିତ ହୋଇଛି। ମଙ୍ଗଳବାର ଦିନ ଜଳଯାତ୍ରା ,ଶାଲା ସଂସ୍କାର ,କର୍ମାରମ୍ଭ ଏବଂ ଅଗ୍ନି ସଂସ୍କାର କାର୍ଯ୍ୟକ୍ରମ ହୋଇଥିଲା। ବୁଧବାର ଠାରୁ ଘୃତ ଜଜ୍ଞ, ନାମ ଜଜ୍ଞ, ଓ ଅର୍ଣ୍ଣ ଜଜ୍ଞ ଆରମ୍ଭ ହୋଇଥିଲା ପଣ୍ଡିତ ଗୈରି ଶଙ୍କର ମିଶ୍ର ଅନ୍ୟ ସହଯୋଗୀ ପଣ୍ଡିତ ମାନଙ୍କ ଦ୍ଵାରା ପୂଜା କାର୍ଯ୍ୟ ହେଉଥିଲା।  ପ୍ରତିଦିନ ସନ୍ଧ୍ୟାରେ ପ୍ରବଳ ଶ୍ରଦ୍ଧାଳୁ ଭକ୍ତ ଙ୍କ ଭିଡ଼ ଜମିଥାଏ ।  ମିନାଵଜାର ସହ ବିଭିନ୍ନ ପ୍ରକାର ଷ୍ଟଲ ଲୋକଙ୍କ ଆମୋଦ ପ୍ରମୋଦ ରେ ମଜା ଉଠାଉଥିଲେ। ନୂତନ ଗୁରୁଣ୍ଠି ଗ୍ରାମବାସୀ ବୃନ୍ଦ ଶାନ୍ତିଶୃଙ୍ଖଳା ସହ ପରିଚାଳନା କରିଥିଲେ। ବିଶେଷ କରି ମହିଳା ମାନଙ୍କ ନାମ ସଂକୀର୍ତ୍ତନ,ଏବଂ ପ୍ରତି କାର୍ଯ୍ୟ କର୍ମରେ ସେମାନନଙ୍କ ଅଂଶ ଗ୍ରହଣ ସ୍ୱତନ୍ତ୍ର ତା ଥିଲା। ସରପଞ୍ଚ ରୁବିଲତା ସାହୁଙ୍କ ସମେତ ବହୁସଂଖ୍ୟକ ମହିଳା ସାମିଲ ହୋଇଥିଲେ।

News Comment

You Might Also Like

BACK TO TOP