Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

କାରକୁ ବଞ୍ଚେଇବାକୁ ଯାଇ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ 40ରୁ ଉର୍ଦ୍ଧ ଯାତ୍ରୀ |

26-Apr-2026

କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ

ଓଡିଶା ଜନମତ, ବାଲିଗୁଡା, ତା, ୨୬/୦୪ :,

ସଞ୍ଜୟ କୁମାର ପାଣିଗ୍ରାହୀ):  --

ଘରୋଇ ଯାତ୍ରୀବାହୀ ବସ ସହ ଏକ କାର ର ମୁହାଁମୁହିଁ ଧକ୍କା ହୋଇ ରାସ୍ତା କଡ଼କୁ ଖସିଲା ବସ l ଅଳ୍ପକେ ବଡ଼ ଧରଣ ର ଦୁର୍ଘଟଣା ରୁ ବର୍ତିଲେ ବସ ରେ ଥିବା ୪୦ରୁ ଉର୍ଦ୍ଧ ଯାତ୍ରୀ l କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ରାଜ୍ୟ ରାଜପଥ ନଂ. ୧ ମୁଖ୍ୟ ରାସ୍ତା ର ପାଇବର ସାହି ନିକଟରେ ଘଟିଛି ଦୁର୍ଘଟଣା l ପ୍ରକାଶ ଯେ, ଫୁଲବାଣୀ ରୁ ମୋହନଗିରୀ ଅଭିମୁଖେ ଯାଉଥିବା ମା` ତାରିଣୀ ନାମକ ଘରୋଇ ଯାତ୍ରୀବାହୀ ବସ ଟି ଆସୁଥିବା ବେଳେ ପାଇବର ସାହି ନିକଟରେ ବିପରୀତ ଦିଗ ରୁ ଆସୁଥିବା ଅନ୍ୟ ଏକ ଦୀପକ ନାମକ ଘରୋଇ ବସ କୁ କାର ଟି ଓଭରଟେକ କରିଥିଲା l କାର କୁ ବଞ୍ଚାଇବାକୁ  ଯାଇ ମା` ତାରିଣୀ ବସ ର ଡ୍ରାଇଭରସଙ୍ଗେ ସଙ୍ଗେ ହଠାତ  ବ୍ରେକ ମାରିବାରୁ ଗାର୍ଡୱାଲ ରେ ବସ ପିଟି ହୋଇଥିଲା l ତେବେ ଦୁର୍ଘଟଣା ରେ ବସ ରେ ବସିଥିବା ସମସ୍ତ ଯାତ୍ରୀ ଓ କାର ଡ୍ରାଇଭର ସମସ୍ତେ ସୁରକ୍ଷିତ ଥିବା ଜଣାପଡିଛି l ଖବର ପାଇ  କ.ନୂଆଗାଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି l

News Comment

You Might Also Like

BACK TO TOP