Breaking News

ବିନା ପୋଷାକ ରେ ଚଳ, ପ୍ରଚଳ କରୁଥିବା ଏକ ସହର, ବିଶ୍ୱାସ ଲାଗୁନଥିଲେ ବି ସତ୍ୟ |    (09-Aug-2026)       ||      ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||     

ପୋଲସରା ବାଲିଘାଇ ରେ ବଡ଼ ଭାଇର ବାହାଘର ପ୍ରୋସେସନ ରେ ସାନଭାଇକି କିଛି ବଚଷା କୁନେଇ ସଙ୍ଘବଦ୍ଧ ଆକ୍ରମଣ ରେ ମୃତ୍ୟୁ ପରେ ରାସ୍ତା ରୋକ |

26-Apr-2026

ବଡ଼ ଭାଇର ବାହାଘର ବେଳେ ସାନ ଭାଇକୁ ଆକ୍ରମଣ,, ଭାଇର ମୃତ୍ୟୁ ପରେ ରାସ୍ତା ରୋକ, 

ଓଡିଶା ଜନ ମତ, ପୋଲସରା  ସନ୍ତୋଷ କୁମାର ପଣ୍ଡା,

ଗତ କାଲି ବିଳମ୍ବିତ ରାତ୍ରରେ ପୋଲସରା ବ୍ଳକ ବାଲିଘାଇ ଗ୍ରାମରେ ବଡ଼ ଭାଇ ରିଙ୍କୁ ଜେନା ଙ୍କ ର ବାହାଘର ପ୍ରୋସେସନ ଚାଲିଥିଲା ବେଳେ କୌଣସି କଥାକୁ ନେଇ ସାନଭାଇ ଆକାଶ ଜେନା ଙ୍କୁ ସେହିଗ୍ରାମର ଗୌରହରୀ ବିଷୋୟୀ ସଙ୍ଘ ବଦ୍ଧ ଭାବେ ଆକ୍ରମଣ କରିଥିଲେ, ଆକାଶ ଙ୍କୁ ପ୍ରଥମେ ସେହିରାତିରେ ପୋଲସରା ମେଡିକାଲ ଓପରେ  ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁରବଡ଼ ମେଡିକାଲ କୁ ସ୍ଥାନାନ୍ତର କରାଯାଇଥିଲା | ,ତେବେ ଆଜି ଚିକିତ୍ସା ସମୟରେ ସାନଭାଇ ର ମୃତ୍ୟୁ ହୋଈ ଯାଇଥିଲା  | ତାର ପୋଷ୍ଟ ମଟମ ସରିଲା ପରେ ଯେତେ ବେଳେ ଶବ ଘରେ ପହଁଚିଲା ସେତେବେଳେ ପରିବାର ଲୋକପୋଲସରା ପୁରୁଷୋତ୍ତମପୁର, ଆସ୍କା, ଓ ଭୁବନେଶ୍ୱର କୁ ସଂଯୋଗ ଥିବା ରାସ୍ତା ମଝିରେ ଏବେ  ଶବରଖି ରାସ୍ତା ରୋକ କରୁଛନ୍ତି |  ପୋଲିସ ଘଟଣା ସ୍ଥଳରେ  ପହଁଚି ବୁଝାସୁଝା କଲେମଧ୍ୟ ଅପରାଧୀ  ମାନଙ୍କ  ତୁରନ୍ତ ଗିରଫ  ନହେବା ଯାଏ  ସେମାନେ ରାସ୍ତାରୋକ କରିବେ ବୋଲି କହିଛନ୍ତି |

News Comment

You Might Also Like

BACK TO TOP