Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |

27-Apr-2026

କୋଦଳା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟୟ 
ସ୍ବାଭିମାନ ସୁରକ୍ଷା ମଞ୍ଚର ଗଣ ଧାରଣା ନିଷ୍ପତ୍ତି,

ଓଡିଶା ଜନ ମତ,କୋଦଳା, ସୂର୍ଯ୍ୟ ନାରାୟଣ ବଡୁ,

୨୦/୦୪ /୨୦୨୬:---
ଗଞ୍ଜାମ ଜିଲ୍ଲା କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ବାସ୍ଥ୍ୟ ସେବା ବିପର୍ଯ୍ୟୟ । ଜିଲ୍ଲା ପ୍ରଶାସନକୁ ଅବଗତ ପରେ ବି ଉତ୍ତମ ସ୍ବାସ୍ଥ୍ୟସେବା ପାଇବାରୁ ବଞ୍ଚିତ କୋଦଳା ଓ ବେଗୁନିଆପଡ଼ା ଅଞ୍ଚଳବାସୀ। ପାଳି କରି ଡ୍ୟୁଟି କରୁଛନ୍ତି ଡାକ୍ତରମାନେ।କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଉପରେ ୨୩ ଟି ପଞ୍ଚାୟତ ଓ ଗୋଟିଏ ଏନଏସି ର ଲୋକେ ନିର୍ଭରଶୀଳ। ହେଲେ ଏଠି ସବୁବେଳେ ଡାକ୍ତରଙ୍କ ଦେଖା ମିଳେନାହିଁ। ପାଳି କରି ଡ୍ୟୁଟି କରନ୍ତି ଡାକ୍ତର। ଯାହାଫଳରେ ରୋଗୀମାନେ ଉତ୍ତମ ଚିକିତ୍ସା ପାଇବାରୁ ବଞ୍ଚିତ ହେଉଛନ୍ତି। ବାଧ୍ୟ ହୋଇ ବ୍ରହ୍ମପୁର ବଡ଼ ମେଡିକାଲକୁ ଯାଉଛନ୍ତି ରୋଗୀ। 
ମେଡିକାଲର ଅବ୍ଯବସ୍ଥାକୁ ନେଇ ଚିନ୍ତା ପ୍ରକଟ କରିଛି କୋଦଳା ସ୍ବାଭିମାନ ସୁରକ୍ଷା ଅଭିଯାନ ମଞ୍ଚ ।ମଞ୍ଚ ପକ୍ଷରୁ ଆସନ୍ତା ୫ ତାରିଖରେ ଗଣଧାରଣା ସହ ଏନେଇ ପ୍ରତିବାଦ କରାଯିବ ଏବଂ ପୁଣି ଥରେ ଜିଲ୍ଲା ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗକୁ ପଦକ୍ଷେପ ନେବାକୁ ଦାବି କରାଯିବ ବୋଲି ସୂଚନା ମିଳିଛି।କୋଦଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଓ କର୍ମଚାରୀ ଅଭାବ ସହ ଦନ୍ତ ବିଭାଗ ପ୍ରକୋଷ୍ଠରେ ତାଲା ପଡି ଯାଇଛି। ସେହିପରି ଚକ୍ଷୁ ବିଭାଗରେ ଅବ୍ଯବସ୍ଥା, ଡାଇରିଆ ଓ୍ବାର୍ଡ ବନ୍ଦ ହୋଇଯିବା , ନର୍ସ ଅଭାବ ସହ ଉକ୍ତ ହସ୍ପିଟାଲ ହସ୍ପିଟାଲରେ କର୍ମଚାରୀଙ୍କ ଏରିଅର ଟଙ୍କା ହଡ଼ପ ହୋଇଛି। ଯାହାକୁ ନେଇ ପ୍ରତିବାଦ କରାଯିବାକୁ ନିଷ୍ପତ୍ତି ନେଇଛି କୋଦଳା ସ୍ବାଭିମାନ ସୁରକ୍ଷା ଅଭିଯାନ ମଞ୍ଚ ।ଏନେଇ ଏକ ବୈଠକ କୋଦଳା ସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଆବାହକ ଦଣ୍ଡପାଣି ମହାପାତ୍ରଙ୍କ ଆବାହକତ୍ବରେ ବରିଷ୍ଠ ନାଗରିକ ମଞ୍ଚ ସଭାପତି ସୂର୍ଯ୍ୟ ନାରାୟଣ ଦୋରା, ବରିଷ୍ଠ ନାଗରିକ ଲଷ୍ମୀ ନାରାୟଣ ଶତପଥୀ, ଶ୍ରୀ ଗଣେଷ ଯୁବକ ସଂଘ ସଭାପତି ସନ୍ତୋଷ କୁମାର ପ୍ରଧାନ, ଦୁର୍ଗା ପ୍ରସାଦ ଦାସ, ଚନ୍ଦନ ସ୍ବାଇଁ, ସୂର୍ଯ୍ୟ ନାରାୟଣ ବଡୁ, ସୁଶାନ୍ତ କୁମାର ପଟ୍ଟନାୟକ, ବସନ୍ତ ସ୍ବାଇଁ, ସନ୍ତୋଷ କୁମାର ନାୟକ, କାଉନସିଲର ମନୋରଞ୍ଜନ ଡାକୁଆଙ୍କ ସମେତ ବହୁ କର୍ମକର୍ତ୍ତା ମାନେ ଉପସ୍ଥିତ ରହି ହସ୍ପିଟାଲର ଅବ୍ଯବସ୍ଥା କୁ ନେଇ ଚିନ୍ତା ପ୍ରକଟ କରିଥିଲେ। ଏନେଇ ଦୃଢ ପ୍ରତିବାଦ କରିବାକୁ ସ୍ଥିର କରାଯାଇଛି।

News Comment

You Might Also Like

BACK TO TOP