Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ପୋଲସରା ର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ସ୍ୱାଭିମାନ ଦିବସ ପାଳିତ |

28-Apr-2026

ପୋଲସରା ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ସ୍ଵାଭିମାନ ଦିବସ ପାଳନ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା

 ତା ୨୮/୦୪/୨୦୨୬ :- 

ଆଜି ସମଗ୍ର ଓଡ଼ିଶା ଜାତିର  ସ୍ଵାଭିମାନର ପ୍ରତୀକ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୮ ତମ ଜନ୍ମଜୟନ୍ତୀ ଅବସରରେ ପୋଲସରା ଅଞ୍ଚଳର ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷା ଅନୁଷ୍ଠାନ ଗୁଡ଼ିକରେ ସ୍ଵାଭିମାନ ଦିବସ ପାଳିତ ହୋଇଯାଇଛି । ଏହି କ୍ରମରେ ବିଶେଷ କରି ପୋଲସରା ପୌର ପରିଷଦ ସ୍ଥିତ ପ୍ରତିଷ୍ଠିତ ଲିଙ୍ଗରାଜ ବାଳିକା ବିଦ୍ୟାଳୟ ପୋଲସରା, ପରିସରରେ ଥିବା କୁଳବୃଦ୍ଧ  ମଧୁବାବୁଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ଭକ୍ତିପୂତ ଭାବେ ପ୍ରଦୀପ ପ୍ରଜ୍ୱଳନ  ସହିତ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା ।ଏହି ସମୟରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅମିୟ ପ୍ରସାଦ ସାହୁଙ୍କ ସମେତ ଅନ୍ୟ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ସେହିପରି ଏହି ବ୍ଲକର କଳମ୍ୱ ପଞ୍ଚାୟତ ସ୍ଥିତ କଳମ୍ବ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ ଅମିତାଭ ମିଶ୍ରଙ୍କ ଉପସ୍ଥିତି ଏବଂ  ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହଯୋଗରେ ଏବଂ ବାଲିଛାଇ ପଞ୍ଚାୟତ ସ୍ଥିତ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାଲିଛାଇ ଠାରେ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ବେହେରାଙ୍କ ଉପସ୍ଥିତି ଏବଂ ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହଯୋଗରେ ବିଦ୍ୟାଳୟ ହତା ମଧ୍ୟରେ ସ୍ଥିତ ମଧୁବାରିଷ୍ଟରଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ପ୍ରଦୀପ ପ୍ରଜ୍ୱଳନ ସହିତ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା। ଏଥିସହ ନିକଟରେ ଥିବା ଅନ୍ୟ ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ପ୍ରଦୀପ ପ୍ରଜ୍ୱଳନ ଏବଂ ପୁଷ୍ପମାଲ୍ୟାର୍ପଣ କରାଯାଇଥିଲା।   ଏହି ଅବସରରେ ମଧୁବାବୁଙ୍କ ଆଦର୍ଶ, ପ୍ରେରଣାଦାୟୀ କର୍ମ ଜିବନୀ ଉପରେ ଆଲୋକପାତ କରାଯାଇଥିଲା।

News Comment

You Might Also Like

BACK TO TOP