Breaking News

ବାଲିଘାଇ ଆକାଶ ଜେନା ମୃତ୍ୟୁ ଘଟଣା ରେ ଆଉଜଣେ ଗିରଫ |   (28-Apr-2026)       ||      ମାଲତେନ୍ତୁଳିଆ ଗ୍ରାମର ରାଜଦୀପ ହତ୍ୟା ଘଟଣାରେ ଆଉଜଣେ ଗିରଫ |   (28-Apr-2026)       ||      ଓକିଲ ସଙ୍ଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ |   (28-Apr-2026)       ||      ବିଦ୍ୟୁତ ଆଘାତ ରେ ମୃତ ପରିବାର କୁ ରେଡ଼କ୍ରସ ପାଣ୍ଠିରୁ ସହାୟତା ପ୍ରଦାନ |    (28-Apr-2026)       ||      ବ୍ରାହ୍ମଣୀ ଗାଁ ବନାଞ୍ଚଳ ରେ ହାତୀପଲ, ବନ ବିଭାଗ ପକ୍ଷରୁ ଏଥିପାଇଁ ସଚେତନତା ଜାରି |   (28-Apr-2026)       ||      ଖାଜିପଲି ଗ୍ରାମରେ ସମସ୍ତଙ୍କ ସହଯୋଗ ରେ ସ୍ୱଚ୍ଛ ସେବାକାର୍ଯ୍ୟ ଆରମ୍ଭ    (28-Apr-2026)       ||      ପୋଲସରା ର ବିଭିନ୍ନ ଶିକ୍ଷାନୁଷ୍ଠାନ ରେ ସ୍ୱାଭିମାନ ଦିବସ ପାଳିତ |   (28-Apr-2026)       ||      ବାଲିଗୁଡା ରେ ନେଟୱାର୍କ ଅସୁବିଧା ଯୋଗୁଁ, ଇଣ୍ଟେର ନେଟ ସେବା ବ୍ୟାହତ କାରଣରୁ ଲୋକେ ହନ୍ତସନ୍ତ |    (28-Apr-2026)       ||      କୋଦଳା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ରେ ସ୍ୱାସ୍ଥ୍ୟ ସେବା ବିପର୍ଯ୍ୟସ୍ତ |    (27-Apr-2026)       ||      ପୋଲସରା ବାଲିଘାଇ ରେ ବଡ଼ ଭାଇର ବାହାଘର ପ୍ରୋସେସନ ରେ ସାନଭାଇକି କିଛି ବଚଷା କୁନେଇ ସଙ୍ଘବଦ୍ଧ ଆକ୍ରମଣ ରେ ମୃତ୍ୟୁ ପରେ ରାସ୍ତା ରୋକ |    (26-Apr-2026)       ||      କାରକୁ ବଞ୍ଚେଇବାକୁ ଯାଇ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ 40ରୁ ଉର୍ଦ୍ଧ ଯାତ୍ରୀ |   (26-Apr-2026)       ||      ପର୍ଯ୍ୟଟନ ସଚିବ ଙ୍କ ଜଉଗଡ଼ ଓ ତାରା ତାରିଣୀ ମନ୍ଦିର ଦର୍ଶନ |    (25-Apr-2026)       ||      ରୁଣ ଭାର ଯୋଗୁଁ ବେକରେ ରଶି ଲଗାଇ ବୃଦ୍ଧ ଦମ୍ପତି ଙ୍କ ଆତ୍ମ ହତ୍ୟା |   (25-Apr-2026)       ||      ନୂତନ ଗୁରୁଣ୍ଠି ରେ ମଙ୍ଗଳା ମାଆଙ୍କ ନୂତନ ମଦିର ଓ ବିଗ୍ରହ ପ୍ରତିଷ୍ଠା ଓ ପୂର୍ଣ୍ଣାହୁତି ଶେଷ |    (25-Apr-2026)       ||      ପ୍ରଥମ ଥର କରି ବାଲିଗୁଡା ବନ ଖଣ୍ଡ ରୁ ରଥ ତିଆରି ପାଈଁ ପୁରୀ କାଠ ଗଲା |    (25-Apr-2026)       ||      ବିଜ୍ଞାନ ମହା ବିଦ୍ୟାଳୟ ରେ ପାଳିତ ହେଲା ବିଶ୍ୱ ମେଲେରିଆ ଦିବସ |    (25-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଛାତ୍ରୀ ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ |    (25-Apr-2026)       ||      ପୋଲସରା ରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ |    (24-Apr-2026)       ||      ପୁରୁଷୋତ୍ତମପୁର ବ୍ଲକରେ ପାଳନ ହେଲା ଜାତୀୟ ପଞ୍ଚାୟତ ରାଜ ଦିବସ    (24-Apr-2026)       ||      ପୁଞ୍ଜି କଁୟା ଛକଠା ରେ ଟଙ୍କା ଵ୍ୟଗ ଲୁଟିନେଲେ ଲୁଟେରା ||   (24-Apr-2026)       ||     

ବାଲିଘାଇ ଆକାଶ ଜେନା ମୃତ୍ୟୁ ଘଟଣା ରେ ଆଉଜଣେ ଗିରଫ |

28-Apr-2026

ଆକାଶ ଜେନା ମୃତ୍ୟୁ ଘଟଣାରେ ଅଭିଯୁକ୍ତ ଗିରଫ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
୨୮/୦୪/୨୬ :----

ପୋଲସରା ଥାନା ଅନ୍ତର୍ଗତ ବାଲିଘାଇ ଗ୍ରାମରେ ବରଯାତ୍ରୀ ପଟୁଆରରେ ଡିଜେ ଗୀତକୁ କେନ୍ଦ୍ରକରି ପାଟିତୁଣ୍ଡରୁ ବରର ସାନ ଭାଇ ଆକାଶ ଜେନାକୁ ହତ୍ୟା କରାଯାଇଥିଲା । ଏହି ଘଟଣାରେ ସୋମବାର ଦିନ ପୋଲସରା ପୁଲିସ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ମାନେ ହେଲେ ପୋଲସରା ଥାନା ରାଣୀପଡା ଗ୍ରାମର ମିଥୁନ ଜେନା(୨୨) ଓ ବାଲିଘାଇ ଗ୍ରାମର ଜଣେ ୧୭ ବର୍ଷର ନାବାଳକ ହୋଇଥିବା ବେଳେ ତାକୁ ବ୍ରହ୍ମପୁର ବାଲସୁଧାର ଗୃହକୁ ପଠାଯାଇଥିବା ଥାନାଧିକାରୀ କୌଶିକ ମାଝୀ ସୂଚନା ଦେଇଛନ୍ତି।

News Comment

You Might Also Like

BACK TO TOP