Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଗଙ୍ଗାଧର ସାହୁ ବିଜ୍ଞାନ ମହା ବିଦ୍ୟାଳୟ ର ପ୍ରତିଷ୍ଠାତା ଙ୍କ ଦେହାନ୍ତ ||

30-Apr-2026

ଗଙ୍ଗାଧର ସାହୁ ବିଜ୍ଞାନ ମହାବିଦ୍ୟାଳୟ ର ପ୍ରତିଷ୍ଠାତାଙ୍କ ଦେହାନ୍ତ,ଅଞ୍ଚଳରେ ଶୋକର ଛାୟା।

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା 
ତା --୩୦/୪/୨୬ :----

ପୋଲସରା ବ୍ଲକ ହାତୀଓଟ ସ୍ଥିତ ଗଙ୍ଗାଧର ସାହୁ ବିଜ୍ଞାନ ମହାବିଦ୍ୟାଳୟର ପ୍ରତିଷ୍ଠାତା ଗଙ୍ଗାଧର ସାହୁ ଙ୍କର ଗୁରୁବାର ଦେହାନ୍ତ ଘଟିଛି।ମୃତ୍ୟୁ ବେଳକୁ ୮୫ ବର୍ଷ ହୋଇଥିଲା ସେ ବାର୍ଦ୍ଧକ୍ୟ ଜନିତ ମୃତ୍ୟୁ ହୋଇଥିବା ନେଇ ପରିବାର ପକ୍ଷରୁ ସୂଚନା ମିଳିଥିଲା। ବୟସାଧିକ ହେତୁ ସେ ଭୁବନେଶ୍ୱର ସ୍ଥିତ ସମ ହସ୍ପିଟାଲ ରେ ଚିକିତ୍ସା ହେଉଥିଲେ। ସେଠାରେ ଚିକିତ୍ସା ସମୟରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ମୃତ୍ୟୁ ଶଯ୍ୟା ନିକଟରେ ବଡ଼ ପୁଅ ପୂର୍ବତନ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ସାନପୁଅ ଆଇନଜୀବୀ ସୁଶାନ୍ତ ସାହୁ ସମେତ ପରିବାର ଉପସ୍ଥିତ ଥିଲେ।ତାଙ୍କ ମୃତ୍ୟୁରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ନିଜ ଗ୍ରାମ ହାତୀଓଟ ସ୍ଥିତ ବାସଭବନ ରେ ଶେଷ ଦର୍ଶନ ଲାଗି ଅଣାଯାଇଛି। ଶେଷ ଦର୍ଶନ କାର୍ଯ୍ୟ କର୍ମ ପରେ ପରିବାର ତରଫରୁ ପୁରୀ ସ୍ୱର୍ଗଦ୍ୱାର ଠାରେ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ପରିବାର ସୂତ୍ରରୁ ଜଣାପଡିଛି l

News Comment

You Might Also Like

BACK TO TOP