Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଓଡ଼ିଆ କାବ୍ୟ ପୁରାଣ ନୃସିଂହବତାର ଉନ୍ମୋଚନ |

01-May-2026

ଓଡ଼ିଆ କାବ୍ୟ ପୁରାଣ ନୃସିଂହାବତାର ଉନ୍ମୋଚନ, 

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ :---

ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ ଅବସରରେ ବ୍ରହ୍ମପୁର କମାପଲ୍ଲୀ ସ୍ଥିତ ନୃସିଂହ ମନ୍ଦିର ପରିସରରେ କବି ଶ୍ରୀମାନ ରାଇରଞ୍ଜନ ନନ୍ଦଙ୍କ ନରସିଂହ ଚରିତ ରଚିତ ଏକ କ୍ଷୁଦ୍ର କାବ୍ୟ ତଥା ପୁରାଣ " ନୃସିଂହାବତାରମ୍" ର ଶୁଭ ଉନ୍ମୋଚନ ବୁଦ୍ଧିଜୀବୀଙ୍କ ଗହଣରେ ପ୍ରଭୁ ଶ୍ରୀ ନରସିଂହଙ୍କ ଆଶୀର୍ବାଦରେ ତାଙ୍କରି ପାଦପଦ୍ମରେ ସମର୍ପଣ ପୂର୍ବକ ଉନ୍ମୋଚନ ହୋଇଛି। ପ୍ରକାଶକ ତଥା ଆଇନଜିବୀ ପ୍ରଣବ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆକାଶ ବାଣୀ ପୂର୍ବତନ ନିର୍ଦ୍ଦେଶକ ହୃଷୀକେଶ ପାଣିଗ୍ରାହୀ , ବ୍ରହ୍ମପୁର ଷ୍ଟେସନ ମହା ପ୍ରବନ୍ଧକ ଦୁର୍ଗାପ୍ରସାଦ ବ୍ରହ୍ମା, କର୍ପୋରେଟର ସୁରେନ୍ଦ୍ର ମହାରଣା, ସୁନୀତା ପଟ୍ଟନାୟକ, ବରିଷ୍ଠ ସାମ୍ବାଦିକ ସୁଦୀପ୍ ସାହୁ , ଶ୍ରଦ୍ଧା ଫାଉଣ୍ଡେସନ ସମ୍ପାଦିକା ଶ୍ରଦ୍ଧାଞ୍ଜଳି ପାଢ଼ୀ , ବିମଳ କୁଣ୍ଡୁ , ସୁଶ୍ରୀ ସ୍ଵାତୀରାଣୀ, ସୁଶ୍ରୀ ବିଦ୍ୟୁତପ୍ରଭା ପ୍ରମୁଖ ଉପସ୍ଥିତ ଥିଲେ । ମନ୍ଦିର ପରିଚାଳନା କତୁର୍ପକ୍ଷଙ୍କ ସହଯୋଗରେ ପୁସ୍ତକ ଉନ୍ମୋଚନ କାର୍ଯ୍ୟଟି ସୁଚାରୁ ରୂପେ ସମ୍ପାଦିତ ହୋଇ ପାରିଥିଲା ।

News Comment

You Might Also Like

BACK TO TOP