Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ଖୋର୍ଦ୍ଧା ଜିଲ୍ଲା ପ୍ରେସ କ୍ଲବ ର ନିର୍ବାଚନ ତପନ କୁମାରନାୟକ ସଭାପତି, ଓ ପ୍ରକାଶ କୁମାର ହାତୀ ସମ୍ପାଦକ |

02-May-2026

ଖୋର୍ଦ୍ଧା ଜିଲ୍ଲା ପ୍ରେସ କ୍ଲବ ର ନିର୍ଵାଚନ
ସଭାପତି -ତପନ କୁମାର ନାୟକ, ସମ୍ପାଦକ -ପ୍ରକାଶ କୁମାର ହାତୀ ନିର୍ବାଚିତ 
ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ

ଖୋର୍ଦ୍ଧା - ୨/୫- 

ବହୁ ପ୍ରତୀକ୍ଷିତ ଖୋର୍ଦ୍ଧା ଜିଲ୍ଲା ପ୍ରେସ କ୍ଲବ ର କର୍ମକର୍ତ୍ତା ନିର୍ବାଚନ ଶେଷ ହୋଇଛି l ଆଜି ଅନୁଷ୍ଠିତ ଏହି ନିର୍ବାଚନ ରେ ସଭାପତି ପଦବୀ ନିମନ୍ତେ ତପନ କୁମାର ନାୟକ ଏବଂ ଶୁଭ୍ରାଂଶୁ ରଞ୍ଜନ ସମାନ୍ତରାୟ ପ୍ରତିଦ୍ୱନ୍ଦିତା କରିଥିବା ବେଳେ ତପନ କୁମାର ନାୟକ ୨୬ ଖଣ୍ଡ ଭୋଟ ଏବଂ ଶୁଭ୍ରାଂଶୁ ରଞ୍ଜନ ସମାନ୍ତରାୟ ୧୨ ଖଣ୍ଡ ପାଇଥିଲେ, ଫଳରେ ତପନ କୁମାର ନାୟକ ୧୪ ଖଣ୍ଡ ଭୋଟ ରେ ବିଜୟୀ ହୋଇଥିଲେ l ସମ୍ପାଦକ ଭାବରେ ପ୍ରକାଶ କୁମାର ହାତୀ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି l ଆଇନ ପରାମର୍ଶ ଦାତା ଭାବେ ଅବ୍ୟକ୍ତ ହରିହର ଖାଡଙ୍ଗା ,ଉପଦେଷ୍ଟା ଦିଲ୍ଲୀପ କୁମାର ପଟ୍ଟନାୟକ,ଉପ ସଭାପତି ପ୍ରସନ୍ନ କୁମାର ପାଇକରାୟ ଏବଂ ଲଲିତ ମୋହନ ମାହାପାତ୍ର, ଯୁଗ୍ମ ସଂପାଦକ ସୟଦ ଲିୟାକତ ଅଲ୍ଲୀ ଏବଂ ଅନସର ଅଲ୍ଲି, କୋଷାଧକ୍ଷ ଗୋପାଳ କୃଷ୍ଣ ଦାସ ଏବଂ କାର୍ଯକାରୀ ସଦସ୍ୟ ଭାବେ ଇକବାଲ ଅହମ୍ମଦ, ରାମ ଚନ୍ଦ୍ର ଜୁଝାର ସିଂହ, ଜିତେନ୍ଦ୍ର ଭଞ୍ଜ, ରାଜେଶ ଚନ୍ଦ୍ର ମହାନ୍ତି, ଶୁଭ କାନ୍ତ ମହାପାତ୍ର ଏବଂ ପ୍ରସାର ପ୍ରମୁଖ ଭାବେ ସନ୍ତୋଷ ଚୌଧୁରୀ ନିର୍ବାଚିତ ହୋଇଥିଲେ l ନିର୍ବାଚନ ଅଧିକାରୀ ଭାବେ ଅବ୍ୟକ୍ତ ହରିହର ଖାଡଙ୍ଗା ନିର୍ଵାଚନ କାର୍ଯ୍ୟ ପରିଚାଳନା କରିଥିବା ବେଳେ ଜିତେନ୍ଦ୍ର ଭଞ୍ଜ ଏବଂ ପ୍ରଭାତ ପାଣିଗ୍ରାହୀ ତାଙ୍କୁ ସହାୟତା କରିଥଲେ l ଜିଲ୍ଲା ପ୍ରେସ କ୍ଲବ ର  ୪୪ ଜଣ ସଦସ୍ୟ ଙ୍କ ମଧ୍ୟ ରୁ ୩୯ ଜଣ ଏହି ମତଦାନ ପ୍ରକ୍ରିୟା ରେ ଅଂଶ ଗ୍ରହଣ କରିଥିଲେ l ପ୍ରେସ କ୍ଲବ ର ନିର୍ବାଚନ ପରେ ନୂତନ କାର୍ଯ୍ୟକର୍ତ୍ତା ଙ୍କୁ ବିଭିନ୍ନ ଅନୁଷ୍ଠାନ, ବ୍ୟକ୍ତି ବିଶେଷ, ଜିଲ୍ଲା ର ଅଧିକାରୀ ମାନେ ଶୁଭେଚ୍ଛା ଜଣାଇଛନ୍ତି l

News Comment

You Might Also Like

BACK TO TOP