Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ବୁଗୁଡ଼ା ବ୍ଲକରେ 8ଜଣ ଏ ୱାନ, ସୋରଡ଼ ହାଇସ୍କୁଲ ଛାତ୍ରୀ ନିବେଦିତା ବେହେରା ବ୍ଳକ ଟପ୍ପର |

03-May-2026

ବୁଗୁଡ଼ା ବ୍ଲକରେ ୮ ଜଣ ଏ-୧, ସୋରୋଡ ହାଇସ୍କୁଲ ଛାତ୍ରୀ ନିବେଦିତା ବେହେରା ବ୍ଲକ ଟପର

 ଓଡିଶା  ଜନ ମତ,ବୁଗୁଡ଼ା,୩/୫,

କୁମୁଦ ଚନ୍ଦ୍ର ବେହେରା:----

ପ୍ରକାଶିତ ମ୍ୟାଟ୍ରିକ୍ ପରୀକ୍ଷା ଫଳକୁ ନେଇ ବୁଗୁଡ଼ା ବ୍ଲକର ଛାତ୍ରାଛାତ୍ରୀ ଉତ୍ସାହିତ ଥିବା ଜଣାପଡ଼ିଛି । ଏଥର ବୁଗୁଡ଼ା ବ୍ଲକ ଅନ୍ତର୍ଗତ ୨୬ଟି ହାଇସ୍କୁଲ ମଧ୍ୟରୁ ୬ଟି ହାଇସ୍କୁଲର ୮ ଜଣ ଛାତ୍ରାଛାତ୍ରୀ ଏ-୧ରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ବୁଗୁଡ଼ା ବ୍ଲକର ସୋରଡ଼ ଗ୍ରାମସ୍ଥ ଶ୍ରୀ ବାଲୁକେଶ୍ୱର ହାଇସ୍କୁଲର ମେଧାବୀ ଛାତ୍ରୀ ନିବେଦିତା ବେହେରା ସର୍ବାଧିକ ୫୬୩ ମାର୍କ ପ୍ରାପ୍ତ କରି ବୁଗୁଡ଼ା ବ୍ଲକ ଟପ୍ପର ରୂପେ ବିବେଚିତ ହୋଇଛନ୍ତି । ସେହିପରି ବାଲିପଦର ହାଇସ୍କୁଲର ଛାତ୍ର ତରୁଣ ପାତ୍ର ୫୫୧, ବୁଗୁଡ଼ା ପିପୁଲ୍ସ ହାଇସ୍କୁଲର ଛାତ୍ର ସ୍ୱୟଂ ସେଠୀ ୫୪୭, ବି.କରଡ଼ାବାଡ଼ି ହାଇସ୍କୁଲର ଛାତ୍ର ସାଈ ପ୍ରସାଦ ଗୌଡ଼ ୫୪୬,
ସୋରୋଡ ହାଇସ୍କୁଲର କୋମଳ ବେହେରା ୫୪୫ ଓ ବିରଞ୍ଚିପୁର ହାଇସ୍କୁଲର ଛାତ୍ର ମାନସ ରଞ୍ଜନ ହୋତା ୫୪୫, ଖରିଡ଼ା ହାଇସ୍କୁଲର ଛାତ୍ରୀ ଚିନ୍ମୟୀ ହୋତା ୫୪୪ ଓ ବାଲିପଦର ହାଇସ୍କୁଲର ଛାତ୍ରୀ ଇପ୍ସିତା ଦାସ ୫୪୦ ମାର୍କ ହାସଲ ପୂର୍ବକ ଏ-୧ରେ ଉତ୍ତୀର୍ଣ୍ଣ ହୋଇ ସ୍ଵ ସ୍ଵ ବିଦ୍ୟାଳୟ ପାଇଁ ଗୌରବ ଅର୍ଜନ କରିଛନ୍ତି। ତେବେ ଛାତ୍ରୀ ନିବେଦିତା ବେହେରା ସର୍ବାଧିକ ୯୩.୮୩ ପ୍ରତିଶତ ନମ୍ବର ରଖି ବୁଗୁଡ଼ା ବ୍ଲକ ଟପ୍ପର ହୋଇଥିବାରୁ ସେ ବିଭିନ୍ନ ମହଲରେ ପ୍ରଶଂସିତ ହୋଇଛନ୍ତି। ପ୍ରକାଶ ଯୋଗ୍ୟ ଯେ, ଚଳିତ ବର୍ଷ ବୁଗୁଡ଼ା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନସ୍ଥ ୧୦ଟି କେନ୍ଦ୍ରରେ ମୋଟ ୧୮୯୯ ଜଣ ଛାତ୍ରଛାତ୍ରୀ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଦେଇଥିଲେ।

News Comment

You Might Also Like

BACK TO TOP