Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ବେଗୁନିଆପଡା ବ୍ଲକରେ ଏ ୱାନ ରେ 7 ଜଣପାସ, କୀର୍ତ୍ତିକା ପ୍ରିୟ ଦର୍ଶିନୀ ସେନାପତି ବ୍ଳକ ଟପ୍ପର |

03-May-2026

ବେଗୁନିଆପଡା ବ୍ଲକରେ  A1 ରେ ୭ ଜଣ କୃତକାର୍ଯ୍ୟ, କୀର୍ତ୍ତିକା ପ୍ରିୟଦର୍ଶିନୀ ସେନାପତି ବ୍ଲକ ଟପ୍ପର  l 

 ଓଡିଶା ଜନ ମତ,ବେଗୁନିଆପଡା,

ସୂର୍ଯ୍ୟ ନାରାୟଣ ବଡୁ,:---

ସଦ୍ୟ ପ୍ରକାଶିତ ମାଟ୍ରିକ ପରୀକ୍ଷାରେ ବେଗୁନିଆପଡା ବ୍ଲକରୁ ୭ ଜଣ ବିଦ୍ୟାର୍ଥୀ A1 ରେ ପାସ ହୋଇ କୃତିତ୍ୱ ହାସଲ କରିଥିବା ବେଳେ ଦିଗାପଦା ସ୍ଥିତ ଲଙ୍ଗଳେଶ୍ୱର ହାଇସ୍କୁଲରୁ କୀର୍ତ୍ତିକା ପ୍ରିୟଦର୍ଶିନୀ ସେନାପତି ୫୬୨ ନମ୍ବର ରଖି ବେଗୁନିଆପଡା  ବ୍ଲକ ଟପ୍ପର ହୋଇଥିବା ଜଣାପଡିଛି l ସେହିପରି କୋଦଳା ଏନଏସି ସ୍ଥିତ ପିଏମଶ୍ରୀ ନୋଡାଲ ହାଇସ୍କୁଲରୁ ଅର୍ଚ୍ଚିତା ପାଢ଼ୀ ୫୫୯,ଲିପ୍ସା ନାୟକ ୫୫୪,ସାତନଳ ସ୍ଥିତ କୁମୁଦିନୀ ବିଦ୍ୟାପୀଠରୁ ପ୍ରାଚୀ ପ୍ରଜ୍ଞା ପଣ୍ଡା ୫୪୮,ସଙ୍ଗମ ବେହେରା ୫୪୦,ଦିଗାପଡ଼ା ସ୍ଥିତ ଲଙ୍ଗଳେଶ୍ୱର ହାଇସ୍କୁଲରୁ ଅନ୍ୟତମ ଛାତ୍ର ସୁମନ  ପ୍ରଧାନ ୫୪୩ ଏବଂ ତାଳସର ହାଇସ୍କୁଲରୁ ଆଦୁସ୍ମିତା ଭୂୟାଁ ୫୪୦ ନମ୍ବର ରଖି  ଗ୍ରେଡ଼ A1 ରେ କୃତିତ୍ୱ ହାସଲ କରିଛନ୍ତି l ବେଗୁନିଆପଡା ବ୍ଲକରେ ପାସ ହାର ୯୪ ପ୍ରତିଶତ ରହିଛି।

News Comment

You Might Also Like

BACK TO TOP