Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ଶିକାର କରିବାକୁ ଯୁବକ ଙ୍କୁ ଡ଼ାକିନେଇ ତାଙ୍କୁ ଗୁଲିକରି ହତ୍ୟା |

04-May-2026

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା :ଦୁଇ ଜଣ ଗିରଫ : ଦୁଇ ଦେଶୀ ବନ୍ଧୁକ ଜବତ

ଓଡିଶା ଜନମତ,ବାଲିଗୁଡା, ତା, ୦୪/୦୫,

ସଞ୍ଜୟ କୁମାର ପାଣିଗ୍ରାହୀ):---

କନ୍ଧମାଳ ଜିଲ୍ଲା ବେଲଘର ଥାନା ଅଧୀନ ସାପେରି ଗ୍ରାମରେ କାମଦେବ ମାଝୀ (୩୩) ଙ୍କୁ ଶିକାର କରିବାକୁ କହି ଘରୁ ଡାକି ଗୁଳି କରି ହତ୍ୟା କରାଯାଇଥିବା ଘଟଣାରେ ବାଲିଗୁଡା ଏସଡିପିଓ ଶୁଭମ ଭୋଶଲେ ଓ ବେଲଘର ଥାନା ଅଧିକାରୀ ସୌମ୍ୟରଞ୍ଜନ ପତି ଙ୍କ ମିଳିତ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ, ପୋଲିସ ର ପ୍ରାଥମିକ ତଦନ୍ତ ରୁ ଜଣାପଡିଛି ଯେ, ପୂର୍ବ ଶତ୍ରୁତା ଓ ଝଗଡା ହେଉଛି ହତ୍ୟାର ମୁଖ୍ୟ କାରଣ । ଜମି ଜମା ,ସମ୍ପତି ଓ ପରକୀୟ ପ୍ରୀତି ରୁ ହତ୍ୟା ଘଟଣା କୁ ନେଇ ଏଭଳି ହୋଇନଥିବା କହିଛନ୍ତି । କିନ୍ତୁ ଏହି ଅଭିଯୋଗ ସମ୍ପର୍କ ରେ ମଧ୍ୟ ତଦନ୍ତ ଜାରୀ ରହିବ ବୋଲି କହିଛନ୍ତି । କାମଦେବ ମାଝୀ ଙ୍କ ସ୍ତ୍ରୀ ଚୁମୁକି ମାଝି ଙ୍କ ଏତଲା ଆଧାର ରେ ବେଲଘର ଥାନା କେସ ନମ୍ବର ୩୯/୨୬ ଦଫା ୧୦୩(୧)/୩(୫)/ବିଏନଏସ ସହ ୨୫/୨୭ ଆର୍ମ ଆଧାର ରେ ତଦନ୍ତ ଆରମ୍ଭ ହୋଇଥିଲା । ସ୍ତ୍ରୀ ର ବୟାନ ପ୍ରକାରେ  ଅଭିଯୁକ୍ତ ମାନେ ସ୍ଵାମୀ କୁ ଶିକାର କରିବା ବାହାନାରେ ଘରୁ ଡାକି ନେଇଥିଲେ ପରବର୍ତ୍ତୀ ସମୟ ରେ ତାଙ୍କ ସ୍ଵାମୀ ର ମୃତ ହୋଇଥିବା ସୂଚନା ଦେଇଥିଲେ ବୋଲି କହିଛନ୍ତି । ଏହା ପରେ ପୁଲିସ ଏକ ସ୍ଵତନ୍ତ୍ର ଟିମ ଗଠନ କରି ଲିପଟୁ ମାଝୀ ଓ ମଧୁସୂଦନ ମାଝୀଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ଦୁଇଟି ଦେଶୀ ବନ୍ଧୁକ ଜବତ କରି କୋର୍ଟଚାଲାଣ କରିଛି । ଏହି ମାମଲା ରେ ବୈଜ୍ଞାନିକ ଓ ବୈଷୟିକ ପ୍ରମାଣ ସଂଗ୍ରହ ମଧ୍ୟ କରି ଅଧିକ ତଦନ୍ତ ଜାରି ରହିଥିବା କହିଛନ୍ତି ବାଲିଗୁଡା ଏସଡିପିଓ ଶୁଭମ ଭୋଶଲେ ।

News Comment

You Might Also Like

BACK TO TOP