Breaking News

ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||     

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ |

04-May-2026

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର ଅନୁଷ୍ଠିତ।

 ଓଡିଶ  ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର::--

ଗଞ୍ଜାମ ଜିଲ୍ଲା ଓ ଦୌରା ଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀ ଅଶାନ୍ତ କୁମାର ଦାସଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଶ୍ରୀ ବ୍ୟୋମକେଶ ନାୟକଙ୍କ ପରିଚାଳନାରେ ବ୍ରହ୍ମପୁର ଖୋଡ଼ାସିଙ୍ଗ ସ୍ଥିତ ଲିଙ୍ଗରାଜ ଆଇନ ମହାବିଦ୍ୟାଳୟରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l `ମେଟର ଅଫ ଡ଼ି.କେ ବାସୁ ଭରସେସ ଷ୍ଟେଟ ଅଫ ୱେଷ୍ଟ ବେଙ୍ଗଲ` ଏବଂ `ପରମାନେଟ ଲୋକ ଅଦାଲତର ପ୍ରତିଷ୍ଠା ଏବଂ କାର୍ଯ୍ୟ` ବିଷୟ ଉପରେ ଏହି ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା l ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ଶ୍ରୀ ବ୍ୟୋମକେଶ ନାୟକ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ଲିଙ୍ଗରାଜ ଆଇନ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ା ଏନ.ସି ପଟ୍ଟନାୟକ ଏବଂ ଗଞ୍ଜାମ ଆଇନ ମହାବିଦ୍ୟାଳୟର ଡିନ ଡ଼ା ବିନାୟକ ପଟ୍ଟନାୟକ ଉପସ୍ଥିତ ରହିବା ସହ ଉକ୍ତ ଆଇନ ମହାବିଦ୍ୟାଳୟର ଅନେକ ଛାତ୍ରଛାତ୍ରୀ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ l

News Comment

You Might Also Like

BACK TO TOP