Breaking News

ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||     

ତାକରଡ଼ା କ୍ଲଷ୍ଟର ସ୍ତରୀୟ ଦ୍ଵିଦିବସୀୟ ଟି ଏଲ ଏମ କର୍ମଶାଳା ଅନୁଷ୍ଠିତ |

04-May-2026

ତାକରଡ଼ା କ୍ଲଷ୍ଟର ସ୍ତରୀୟ ଦ୍ଵିଦିବସୀୟ ଟିଏଲଏମ୍ କର୍ମଶାଳା

 ଓଡିଶା ଜନ ମତ, ବୁଗୁଡା,୪/୫,

କୁମୁଦ ଚନ୍ଦ୍ର ବେହେର):----

ସ୍ଥାନୀୟ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନସ୍ଥ ମତାଝରି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦ୍ଵିଦିବସୀୟ ଶିକ୍ଷାଦାନ ଶିକ୍ଷଣ ଉପକରଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଉକ୍ତ କର୍ମଶାଳାରେ ତାକରଡ଼ା କ୍ଲଷ୍ଟର ଅନ୍ତର୍ଗତ ୧୧ଟି ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀ ଅଂଶ ଗ୍ରହଣ କରିଥିଲେ। କ୍ଲଷ୍ଟର ସିଆରସିସି ଅନନ୍ତ କୁମାର ସାହୁଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଉକ୍ତ କର୍ମଶାଳା ଅବସରରେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନଙ୍କ ଦ୍ୱାରା ଛାତ୍ରଛାତ୍ରୀଙ୍କ ଉପଯୋଗୀ ଅନେକ ଶିକ୍ଷଣ ଉପକରଣ ପ୍ରସ୍ତୁତ କରାଯାଇଥିଲା। ଏହି କର୍ମଶାଳା ପରିଚାଳନାରେ ମତାଝରି ସ୍କୁଲ ଶିକ୍ଷୟିତ୍ରୀ ସୁଚିତ୍ରା ପ୍ରଧାନ ସକ୍ରିୟ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP