Breaking News

ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||     

ପ୍ରେମିକ ବାରଣ୍ଡାରେ ଧାରଣା ରେ ବସିଥିବା ପ୍ରେମିକା କୁ ହତ୍ୟା |

05-May-2026

ପ୍ରେମିକ ବାରଣ୍ଡାରେ ଧାରଣାରେ ବସିଥିବା ପ୍ରେମିକା କୁ ହତ୍ୟା।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,:----

ହିଞ୍ଜିଳି ଥାନା ଅର୍ନ୍ତଗତ କେ ଖରିଡା ଗ୍ରାମରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଯାହାକି ପୁଜା ସ୍ବାଇଁ ନାମ୍ନୀ ଜଣେ କନ୍ୟା ସନ୍ତାନ ର ମା କୁ ପ୍ରେମିକ ଚିଣ୍ଟୁ ଗୌଡ ର ଭାଇ ଟାଙ୍ଗିଆରେ ହାଣି ହତ୍ୟା କରି ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିବା ବେଳେ ପୋଲିସ ହାତରେ ଧରାପଡିଛି। ଖବର ରୁ ଜଣାପଡିଛି ଯେ ପ୍ରେମିକ ଜଣକ ବହୁ ଦିନ ହେଲା ପୁଜା କୁ ଭଲପାଇ ବିବାହ ର ପ୍ରତିଶୃତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ ଓ ଉଭୟଙ୍କ ଗୋଟିଏ ୩ ବର୍ଷର ଝିଅ ଅଛି ଓ ବର୍ତ୍ତମାନ ପୁଜା ଗର୍ଭବତୀ ବୋଲି ଜଣାପଡିଛି। ଏହା ମଧ୍ୟରେ ପ୍ରେମିକ ଯୁବକ ଜଣକ ପୁଜାକୁ ଅବହେଳା ଯୋଗୁଁ ସେ ଥାନାର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ କୌଣସି ନ୍ୟାୟ ନମିଳିବାରୁ ନିଜର ଝିଅ କୁ ଧରି ଶେଷରେ ପ୍ରେମିକ ଘର ଆଗରେ ଧାରଣା ଦେଇଥିଲେ। ଏହି ଭଳି ପରିସ୍ଥିତିରେ ସାମ୍ବାଦିକ ମାନେ ପୁଜା ର ସାକ୍ଷାତକାର ନେଇ ଫେରିବା ପରେ ପ୍ରେମିକ ର ଭାଇ ଟାଙ୍ଗିଆରେ ହାଣି ହତ୍ୟା କରିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ସହ କନ୍ୟା ସନ୍ତାନକୁ ଆଣିଛନ୍ତି ଓ ହତ୍ୟାକାରୀ ଯୁବକ କୁ ଉଠାଇ ଆଣି ଥାନାରେ ରଖି ଯେରା କରୁଛନ୍ତି।

News Comment

You Might Also Like

BACK TO TOP