Breaking News

ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||     

ଅଟୋ ଧକ୍କାରେ ମୋଟର ସାଇକେଲ ଚାଳକ ମୃତ |

06-May-2026

ଅଟୋ ଧକ୍କାରେ ମୋଟରସାଇକେଲ ଚାଳକ ମୃତ।

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର:---

ସଦର ଥାନା ଅନ୍ତର୍ଗତ ଦିଗପହଣ୍ଡି ରାସ୍ତା ଲାଞ୍ଜିଆ ଗ୍ରାମ ଛକରେ ଗୋଟିଏ ଅଟୋ ଜଣେ ମୋଟରସାଇକେଲ କୁ ପଛପଟୁ ଧକ୍କା ଦେବା ଫଳରେ ଚାଳକ ବିଜୟ ରଣା ରାସ୍ତା ରେ ଛିଟିକି ପଡ଼ିଥିଲେ ଓ ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ ବିଜୟ ଦକ୍ଷିଣ ପୁର ଗ୍ରାମରୁ ନିଜ ଗାଁ ବାଳକୃଷ୍ଣ ପୁର ଗଲାବେଳେ ଏହି ଭଳି ଦୁର୍ଘଟଣା ଘଟିଛି। ଖବର ପାଇ ପୋଲିସ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଅଟୋ ଓ ମୋଟରସାଇକେଲ ଜବତ କରିବା ସହ ଅଟୋ ଚାଳକ କୁ ଥାନା ରେ ରଖି ପଚରାଉଚରା କରୁଛନ୍ତି। ମୃତ ବିଜୟ ର ଶବ ଆଜି ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ଜଣାପଡିଛି।

News Comment

You Might Also Like

BACK TO TOP