Breaking News

ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||     

ପ୍ରଶାସନ ନ ଶୁଣିବାରୁ ଯୁବକ ମାନେ ନିଜେ କାଳୀ ମନ୍ଦିର କୁ ରାସ୍ତା ତିଆରି କଲେ |

06-May-2026

ଶୁଣିଲାନି ପ୍ରସାଶନ.....
ଆଗ୍ରହୀ ଯୁବକ ମାନଙ୍କ ସହଯୋଗରେ କାଳୀ ମନ୍ଦିରକୁ ରାସ୍ତା ନିର୍ମାଣ ।

ଓଡିଶା  ଜନ ମତ, ବେଗୁନିଆପଡ଼ା,  ସୂର୍ଯ୍ୟ ନାରାୟଣ ବଡୁ  -:

 ଶୁଣିଲାନି ପ୍ରସାଶନ, ବାରମ୍ବାର ଗୁହାରି କରି ଥକିପଡିଲେ ଗ୍ରାମବାସୀ, ଶେଷରେ ଅଣ୍ଟାଭିଡ଼ିଲେ ଯୁବ ଗୋଷ୍ଠୀ, ନିର୍ମାଣ କଲେ କାଳୀମନ୍ଦିର ରାସ୍ତା! ଏମିତି ଏକ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ ଅଙ୍ଗାରଗାଁ ଗ୍ରାମପଞ୍ଚାୟତ ଅନ୍ତର୍ଗତ ନୂଆଗଡ ଗ୍ରାମରେ, ନୂଆଗଡ ସ୍ଥିତ ମା କାଳୀଙ୍କ ମନ୍ଦିରକୁ ବହୁ ଦିନ ହେଲାଣି ରାସ୍ତା ନଥିଲା । ଫଳରେ ଭକ୍ତ ମାନେ ଯିବା ଆସିବାରେ ବହୁ ଅସୁବିଧାର ସମ୍ମୁଖିନ ହେଉଥିଲେ ।  ଭକ୍ତ ମାନେ ଚାଲି ଚାଲି ଯାଉଥିଲେ । ଫଳରେ କିଛି ଭକ୍ତଙ୍କ ମା ` ଙ୍କ ମନ୍ଦିର କୁ ଯିବାକୁ ଇଚ୍ଛା ଥିଲେ ମଧ୍ୟ ରାସ୍ତା ନ ଥିବା ଯୋଗୁଁ ଚାଲି ଚାଲି ଯିବାକୁ ଅନିଛା ପ୍ରକାଶ କରୁଥିଲେ । ମା ଙ୍କ ଦୟା ଏବଂ ଏହି ଗ୍ରାମର କିଛି ଆଗ୍ରହୀ ଯୁବକ ମାନଙ୍କ ସଦିଛା ଫଳରେ ମାଟି ରାସ୍ତା ନିର୍ମାଣ ହୋଇପାରିଛି । ଏନେଇ ମାଙ୍କ ଭକ୍ତ ମାନେ ଖୁସି ବ୍ୟକ୍ତ କରିଛନ୍ତି । ବହୁ ଦିନ ହେଲା ସରକାର ଏବଂ ପ୍ରଶାସନିକ ଅଧିକାରୀ ଏବଂ ନିର୍ବାଚିତ ଜନପ୍ରତିନିଧି ମାନଙ୍କ ପାଖରେ ଅଭିଯୋଗ କରିଥିଲେ ମଧ୍ୟ ରାସ୍ତା ନିର୍ମାଣ ହୋଇ ପାରୁ ନଥିଲା । ବର୍ତ୍ତମାନ ତାହା ଆଗ୍ରହୀ ଯୁବକ ମାନଙ୍କ ଦ୍ଵାରା ସଫଳ ହୋଇଛି । ସୂଚନା ମୁତାବକ ଭକ୍ତ ମାନେ ଘାଇ ହୁଡା ଉପରେ ଚାଲି ଚାଲି ଯାଉଥିଲେ । ବର୍ତ୍ତମାନ ରାସ୍ତା ନିର୍ମାଣ ହେବା ଫଳରେ ମନ୍ଦିର ନିକଟକୁ ଗାଡି ମୋଟର ଯିବା ଆସିବା କରି ପାରିବ ।

News Comment

You Might Also Like

BACK TO TOP