Breaking News

ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||     

ପୋଲସରା ଥାନାରେ " ଜୁଭେଣ୍ଟିନା ` କାର୍ଯ୍ୟକ୍ରମ ଅନୁଷ୍ଠିତ |

08-May-2026

ପୋଲସରା ଥାନାରେ "ଜୁଭେଣ୍ଟିକା" କାର୍ଯ୍ୟକ୍ରମ ଆରମ୍ଭ।

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ତା 
 ୦୮/୫/୨୬ : ---

ଓଡ଼ିଶା ପୋଲିସ ପକ୍ଷରୁ ୦୮-୫-୨୬ ତାରିଖ ଦିନ ମାନ୍ୟବର ଡିଜିପି "ଜୁଭେଣ୍ଟିକା" ସ୍ବତନ୍ତ୍ର କାର୍ଯ୍ୟକ୍ରମର ଉଦଘାଟନ କରିଛନ୍ତି। ସମଗ୍ର ରାଜ୍ୟରେ ପୋଲସରା ଥାନା ସମେତ  ୫୭୮ ଥାନାରେ ଜୁଭେଣ୍ଟିକା କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପୋଲସରା ଥାନା ପକ୍ଷରୁ ଗଂଜାମ ଏସପିଙ୍କ ନିର୍ଦ୍ଦେଶ କ୍ରମେ ପୋଲସରା ପୋଲିସ ଥାନା ଆଇଆଇସି କୌଶିକ ମାଝୀଙ୍କ ତତ୍ବାବଧାନରେ ଥାନା ପରିସରରେ ଜୁଭେଣ୍ଟିକା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପୋଲସରା ନଗରପାଳିକା ସଙ୍ଗୀତା ବେହେରା, ଆଇସିଡିଏସ୍ ସୁପରଭାଇଜର ସୁରଭି କୁସୁମ ଦାସ, ପୋଲସରା ଥାନାର ମହିଳା ଓ ଶିଶୁ ମିତ୍ର ମିଲନ୍ ପ୍ରଧାନ ଅତିଥି ଭାବେ ଯୋଗଦେଇଥିଲେ। ଜୁଭେଣ୍ଟିକା ମାଧ୍ୟମରେ ଶିଶୁମାନଙ୍କ ଡିଜିଟାଲ ଅଧିକାର ଓ ଅନଲାଇନ ସୁରକ୍ଷାକୁ ନେଇ ସଚେତନତା, ପୋଲିସ ଥାନାରେ ସୁରକ୍ଷିତ ଓ ଭୟମୁକ୍ତ ପରିବେଶ ସୃଷ୍ଟି କରିବା, ସାଇବର ଅପରାଧ ନେଇ ସଚେତନତା, ସୋସିଆଲ ମିଡିଆର ସୁରକ୍ଷିତ ବ୍ୟବହାର   ପ୍ରଭୃତି ବିଷୟ ଉପରେ ଆଲୋଚନା କରାଯାଇଥିଲା। ପୋଲିସ ଅଧିକାରୀ, ଶିକ୍ଷକ, ଅଭିଭାବକ, ଛାତ୍ରଛାତ୍ରୀ ଓ ମହିଳା ଶିଶୁ ବିକାଶ ବିଭାଗ ଅଧିକାରୀ ମାନେ ଅଂଶଗ୍ରହଣ କରିଥିଲେ  ।

News Comment

You Might Also Like

BACK TO TOP