Breaking News

ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||     

ବସ, ଟ୍ରକ ମୁହାଁମୁହିଁ ଧକ୍କା, 15 ଆହାତ ଜଣେ ମୃତ ||

09-May-2026

ମର୍ମଦୂତ ସଡ଼କ ଦୁର୍ଘଟଣା.ବସ ଟ୍ରକ ମୁହାଁମୁହିଁ ଧକ୍କା, ଜଣେ ମୃତ 15 ଆହତ,

ଓଡିଶା ଜନ ମତ, କୋଦଳା, ସୂର୍ଯ୍ୟ ନାରାୟଣ ବଡୁ, :---

ସକାଳୁ ସକାଳୁ ଗଞ୍ଜାମ ଜିଲ୍ଲା କୋଦଳା ରେ ଦୁଖଦଃ ଘଟଣା ଘଟିଯାଇଛି, ମର୍ମାତୁଦ ସଡ଼କ ଦୁର୍ଘଟଣା ରେ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ 15 ରୁ ଉର୍ଦ୍ଧ୍ଵ ଯାତ୍ରୀ ଆହାତ ହୋଇଥିବା ଜଣାପଡ଼ିଛି ! ଶନିବାର ଭୋର ସମୟ ରେ ପୋଲସରା ଠାରୁ ପୁରୀ ଅଭିମୁଖେ ଘରୋଇ ଯାତ୍ରୀବାହି ବସ ଦୁର୍ଗାମାଧବ ଯାଉଥିବା ବେଳେ କୋଦଳା ଲୁହାଶଙ୍ଖ ନିକଟ ବାଲିଢ଼ାବା ସମ୍ମୁଖରେ ବିପରୀତ ଦିଗ କଟକ ଠାରୁ ଏକ ଥଣ୍ଡା ପାନୀୟ ବୋଝେଇ ଟ୍ରକ ସହିତ ମୁହାଁମୁହିଁ ଧକ୍କାହୋଇଥିଲା, ଏତେ ଜୋର ଧକ୍କା ହୋଇଥିଲା ଯେ ଉଭୟ ଗାଡିର ସମ୍ମୁଖ ଭାଗ ସମ୍ପୂର୍ଣ ଚୁର୍ଣ୍ଣ ହୋଇଯାଇଥିଲା, ଘଟଣା ସ୍ଥଳ ରେ ଥିବା ଲୋକେ ଦମକଳ ଓ ପୋଲିସ କୁ ଖବର ଦେବା ସହିତ ଲୋକଙ୍କୁ ଉଦ୍ଧାର କରିବାରେ ଲାଗିଥିଲେ, ଘଟଣା ରେ ଟ୍ରକ ଡ୍ରାଇଭର ଚିପିହୋଇ ରହିଯାଇଥୁବା ବେଳେ ତାଙ୍କୁ ଯେନତେନ୍ ପ୍ରକାରେ ବାହାର କରାଯାଇ କୋଦଳା ମେଡିକାଲ କୁ ନିଆଯାଇଥିଲା କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ, ଯାତ୍ରୀବାହି ବସ ରେ ଥିବା 15 ରୁ ଉର୍ଦ୍ଧ୍ୱ ଯତ୍ରୀଙ୍କୁ ଆମ୍ବୁଲାନ୍ସ ଓ ଦମକଳ ଦ୍ୱାରା କୋଦଳା ମେଡିକାଲ କୁ ନିଆଯାଇଥିବା ବେଳେ ଗୁରୁତର ଦୁଇଜଣଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି ଏବଂ ଅନ୍ୟମାନଙ୍କୁ ପ୍ରାଥମିକ ଚିକିଛା କରାଯାଇ ଘରକୁ ପଠାଇ ଦିଆଯାଇଛି ! ମୃତଜ ଡ୍ରାଇଭର କଟକ ବଡମ୍ବା ର ତପନୀ ରାଉତଙ୍କ ପୁତ୍ର ବିଶ୍ୱନାଥ ରାଉତ (55)ବୋଲି ଜଣାପଡ଼ିଛି, ମୁଖ୍ୟରାସ୍ତାରେ ଦୁର୍ଘଟଣା ଟି ଘଟିଥିବାରୁ କିଛି ସମୟ ପାଇଁ ଟ୍ରାଫିକ ସମସ୍ୟା ଉପୁଜିଥିଲା, କୋଦଳା ପୋଲିସ ସମସ୍ତ ସମସ୍ୟା ନିୟନ୍ତ୍ରଣ ରେ ରଖିଥିଲା !

News Comment

You Might Also Like

BACK TO TOP