Breaking News

ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||     

ସିବିଏସ ପରୀକ୍ଷା ରେ ବ୍ଳକ ଟପ୍ପର ଛାତ୍ରୀ ଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା |

09-May-2026

ସିବିଏସଇ ପରୀକ୍ଷା ବ୍ଲକ ଟପ୍ପର ଛାତ୍ରୀଙ୍କୁ ଟ୍ରଷ୍ଟ ପକ୍ଷରୁ ସମ୍ବର୍ଦ୍ଧନା।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
ତା: ୯/୫/୨୦୨୬:- 

ପୋଲସରା ଅଞ୍ଚଳର ଏକମାତ୍ର ମେଧା  ଛାତ୍ରଛାତ୍ରୀଙ୍କ  ଶିକ୍ଷା କ୍ଷେତ୍ରରେ ଉତ୍ସାହିତ କରିବାକୁ ପ୍ରୟାସ ଜାରି ରଖିଥିବା ଅଗ୍ରଣୀ ସଂସ୍ଥା ସ୍ୱାମୀ ବିବେକାନନ୍ଦ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ପୂର୍ବ ବର୍ଷ ଭଳି ଚଳିତ ବର୍ଷ ସେଣ୍ଟ୍ରାଲ ବୋର୍ଡ୍ ଅଫ  ସେକେଣ୍ଡେରୀ ଏଜୁକେସନ (ସିବିଏସଇ) ୨୦୨୬ ବାର୍ଷିକ ପରୀକ୍ଷାରେ ସମଗ୍ର ପୋଲସରା ବ୍ଲକରେ ମୋଟ ୬୦୦ ମାର୍କରୁ ୫୯୦ ଶତକଡା ୯୮% ମାର୍କ ରଖି ପ୍ରଥମ ସ୍ଥାନ ଅଧିକାର କରିଥିବା ଏହି ବ୍ଲକ୍ ହାତୀଓଟ ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ୧୦ମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ନନ୍ଦିନୀ ପ୍ରଧାନଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ ଦିଆଯାଇଛି।
ଟ୍ରଷ୍ଟର ମୁଖ୍ୟ ତଥା ଯୁବ ଆଇନଜୀବୀ ନାରାୟଣ ସାହୁଙ୍କ ନେତୃତ୍ୱରେ କଳମ୍ବ ଗ୍ରାମ ପଞ୍ଚାୟତ ସ୍ଥିତ କଳମ୍ବପାଟଣା ସ୍ଥିତ ଛାତ୍ରୀଙ୍କ ବାସଗୃହକୁ ଟିମ୍ ଯାଇ ତାଙ୍କ ପିତା ନିଳାମ୍ବର ପ୍ରଧାନ ଓ ମାତା ସସ୍ମିତା କୁମାରୀ ପ୍ରଧାନଙ୍କ ସମେତ ଅନ୍ୟ ସମସ୍ତ ପରିବାର ସଦସ୍ୟ ସଦସ୍ୟାଙ୍କ ଉପସ୍ଥିତିରେ ଉତ୍ତରୀୟ, ପୁଷ୍ପଗୁଚ୍ଛ ଡାଇରୀ, କଲମ ସହିତ ଯୁବ ପ୍ରେରଣା ସ୍ୱାମୀ ବିବେକାନନ୍ଦଙ୍କ ଫଟୋଚିତ୍ର ପ୍ରଦାନ କରାଯାଇ ସମ୍ବର୍ଦ୍ଧନା ଦିଆଯିବାସହ ମିଷ୍ଟାନ୍ନ ଖୁଆଇ ତାଙ୍କର ଆଗାମୀ ଭବିଷ୍ୟତ ଉତ୍ତରୋତ୍ତର ଶୁଭ କାମନା କରାଯାଇଥିଲା।
ଏହି ସମୟରେ ଟ୍ରଷ୍ଟର ସଦସ୍ୟ ଭାବେ ଅଧ୍ୟାପକ ମନୋଜ କୁମାର ସାହୁ ଓ ଅଧ୍ୟାପକ ଦେବାଶିଷ ସ୍ବାଇଁ, ବରିଷ୍ଠ ସାମ୍ବାଦିକ ସନ୍ତୋଷ କୁମାର ପଣ୍ଡା, ଯୁବ ସମାଜସେବୀ ନିରଂଜନ ସାହୁ ଓ ସତ୍ୟନାରାୟଣ ଦାଶ ପ୍ରମୁଖ ଉପସ୍ଥିତ ଥିଲେ। ଟ୍ରଷ୍ଟର ଏଭଳି ଉତ୍ସାହିତ ପ୍ରେରଣାଦାୟୀ କାର୍ଯ୍ୟକୁ ନେଇ ସମଗ୍ର କଳମ୍ବ ପଞ୍ଚାୟତ ବାସୀ ଭୂରି ଭୂରି ପ୍ରଶଂସା କରିଛନ୍ତି।

News Comment

You Might Also Like

BACK TO TOP