Breaking News

ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||     

କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ସଫା ଗ୍ରାମରେ ଚଢ଼ାଉ କରି ଲକ୍ଷଧିକ ଟଙ୍କାର ମୂଲ୍ୟବାନ କାଠ ଜବତ ||

09-May-2026

କଟକ ବନ ଖଣ୍ଡ ଭିଜିଲାନ୍ସ ଦ୍ଵାରା ଚଢ଼ାଉ,ବିପୁଳ ପରିମାଣର ମୂଲ୍ୟବାନ କାଠ ଜବତ |

ଓଡିଶା ଜନ ମତ ବ୍ୟୁରୋ,

ବିଭିନ୍ନ ମୂଲ୍ୟ ବାନ କାଠ ଗଛିତ ଥିବା ର ସୂଚନା ପାଇ କଟକ ବନଖ ଖଣ୍ଡ ଭିଜିଲାନ୍ସ ପକ୍ଷରୁ ଟାଙ୍ଗୀ ଚୌଦ୍ଵାର ବ୍ଲକ୍ ଅନ୍ତର୍ଗତ ସଫା ଗ୍ରାମରେ ଚଢ଼ାଉ କରା ଯାଇ ବିପୁଳ  ପରି ମାଣର ମୂଲ୍ୟବାନ କାଠ ଜବତ କରାଯାଇଛି। କୌଣସି  ବିଶେଷସୂତ୍ରରୁ ରୁ ଖବର  ପାଇ କଟକ ବନଖଣ୍ଡ ଭିଜି ଭିଜିଲାନ୍ସର  ଏକ ସ୍ଵତନ୍ତ୍ର ଟିମ୍ ସଫା ଗ୍ରାମରେ ଚଢ଼ାଉ କରିବା ସହ ସେଠାରୁ ଲକ୍ଷାଧୂକ ଟଙ୍କାର ଶାଗୁଆନ୍, ଶିରିଷକାଠ ଜବତ କରି ଥ‌ିବା ବେଳେ ଘଟଣାସ୍ଥଳରୁ କାଠ ବେପାରୀ ଫେରାର ହୋଇଯାଇଥିବା ଜଣାପଡ଼ିଛି ।  ସମସ୍ତ କାଠଗୁଡ଼ିକୁ ଭଗତପୁର ବନବିଭାଗ କାର୍ଯ୍ୟାଳୟକୁ ପଠାଇ ରଖାଯାଇଥିବା ନେଇ ଡାଳିଯୋଡ଼ା ବନଖଣ୍ଡ ରେଞ୍ଜର ସଚ୍ଚି ଦାନନ୍ଦ ସୁବୁଦ୍ଧି ପ୍ରକାଶ କରିଛନ୍ତି। ଏହି ଚଢ଼ାଉରେ କଟକ ଭିଜିଲାନ୍ସ ଏସିଏଫ୍ଓ କବିତା ସୋରେନ୍, ବାଲାଇ ମୁର୍ମୁ, ଟାଙ୍ଗୀ ବିଟ୍‌ର ବନପାଳ ଲକ୍ଷ୍ମୀଧର ଧର ନାୟକଙ୍କ ସମେତ ଏକ ସ୍ପେଶାଲ ଟିମ୍ ସାମିଲ ଥିଲେ ।

News Comment

You Might Also Like

BACK TO TOP