Breaking News

ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||     

ମୋବାଇଲ ଟାୱାର ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରୁଥିବା ଯୁବକଙ୍କୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ |

11-May-2026

ମୋବାଇଲ ଟାୱାର ଉପରେ ଚଢ଼ି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ, ଦୁଇ ଘଣ୍ଟା ପରେ ଉଦ୍ଧାର,
ଓଡିଶାଜନ ମତ,କଲ୍ୟାଣସିଂହପୁର, ୧୧/୦୫, 

କାମେଶ୍ୱର  କରକରିଆ :--

ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ସଦର ଅଞ୍ଚଳରେ ସୋମବାର ଏକ ଚଞ୍ଚଳକର ଘଟଣା ଦେଖିବାକୁ ମିଳିଛି। ଜଣେ ଯୁବକ ମଦ୍ୟପ ଅବସ୍ଥାରେ ଥାଇ ସକାଳ ୮ ସମରେ ମୋବାଇଲ ଟାୱାର ଖୁଣ୍ଟ ଉପରେ ଚଢ଼ି ଆତ୍ମହତ୍ୟା ଉଦ୍ୟମ କରିଥିବାରୁ ଅଞ୍ଚଳରେ କିଛି ସମୟ ପାଇଁ ଉତ୍ତେଜନା ସୃଷ୍ଟି ହୋଇଥିଲା।ସୂଚନା ଅନୁସାରେ, ସଦର ପଞ୍ଚାୟତ ସାନ କୁମ୍ଭାର ସାହିର କାର୍ତ୍ତିକ କାଶୀଙ୍କ ପୁଅ ତ୍ରିଲୋଚନ କାଶୀ (୩୨)  ପରିବାରିକ କଳହକୁ କେନ୍ଦ୍ର କରି ନିୟୁ ରେସଟୁରାଣ୍ଟ ପାର୍ଶ୍ୱରେ ଥିବା ଜିଓ ଟାୱାର ପ୍ରାୟ ୧୬୦ ଫୁଟ ଉଚ୍ଚ ଖୁଣ୍ଟ ଉପରକୁ ଚଢ଼ି ଯାଇଥିଲେ। ଏହା ଦେଖି ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟ ଓ ଆତଙ୍କ ଖେଳିଯାଇଥିଲା।ଖବର ପାଇ ସ୍ଥାନୀୟ ଲୋକେ ଓ ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚି ପ୍ରାୟ ଦୁଇ ଘଣ୍ଟା ଧରି ଯୁବକଙ୍କୁ ବୁଝାସୁଝା କରିଥିଲେ। ପରେ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହଯୋଗରେ ଯୁବକଙ୍କୁ ସୁରକ୍ଷିତ ଭାବେ ତଳକୁ ଆଣି ଉଦ୍ଧାର କରିଥିଲେ।ଘଟଣାର ସଠିକ କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଥିବା ବେଳେ ପରିବାରିକ କଳହକୁ ନେଇ ଏହି ପଦକ୍ଷେପ ନେଇଥିବା ଅନୁମାନ କରାଯାଉଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

News Comment

You Might Also Like

BACK TO TOP