Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ସ୍ବର୍ଗତ ଗଙ୍ଗାଧର ସାହୁ ଙ୍କ ଦ୍ୱାଦଶାହ ଉପଲକ୍ଷେ ଶିଶୁ ବିଦ୍ୟା ମନ୍ଦିର ରେ ସ୍ମୃତି ଚାରଣ ସଭା |

11-May-2026

ସ୍ଵର୍ଗତ ଗଙ୍ଗାଧର ସାହୁଙ୍କ‌ ଦ୍ବାଦଶାହ ଉପଲକ୍ଷେ ଶିଶୁ ବିଦ୍ୟା ମନ୍ଦିରରେ ସ୍ମୃତି ଚାରଣ ସଭା।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା,
  ତା.୧୧-୦୫-୨୦୨୬:-
ଗଞ୍ଜାମ ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ସ୍ଥିତ ମା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରତିଷ୍ଠାତା ତଥା ବିଦ୍ୟାଳୟ ପରିଚାଳନା କମିଟି  ସଭାପତି ଏବଂ ପୋଲସରା ପୂର୍ବତନ  ବିଧାୟକ ତଥା ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ପିତା ✓ଗଙ୍ଗାଧର ସାହୁଙ୍କ ଦ୍ଵାଦଶାହ ପୁଣ୍ୟ ତିଥି ଦିବସ ଉପଲକ୍ଷେ ଶିଶୁ ମନ୍ଦିରରେ ଏକ ସ୍ମୃତି ଚାରଣ ସଭା ବିଦ୍ୟାଳୟର ଉପସଭାପତି  ସନ୍ତୋଷ କୁମାର ପାତ୍ରଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମ୍ପାଦକ  ସନ୍ତୋଷ କୁମାର ମହାରଣା,କୋଷାଧ୍ୟକ୍ଷ  କୁମୁଦ ଚନ୍ଦ୍ର ଦାଶ ଓ ପ୍ରଧାନ ଆଚାର୍ଯ୍ୟ  ପୂର୍ଣ୍ଣଚନ୍ଦ୍ର ନନ୍ଦଙ୍କ ସମେତ ସମସ୍ତ ଗୁରୁମା ,ମାଉସୀ ମା ଓ ବାହନ ଚାଳକ ଭାଇ ମାନେ ଉପସ୍ଥିତ ରହି ସ୍ବର୍ଗତ ସାହୁଙ୍କ ଫୋଟ ଚିତ୍ରରେ ଭକ୍ତିପୂତ ଭାବେ ପୁଷ୍ପାଞ୍ଜଳି ପ୍ରଦାନ,ନୀରବ ପ୍ରାର୍ଥନା କରି ଗୁଣଗାନ ପୂର୍ବକ  ସ୍ମୃତି ଚାରଣ କରିବା ସଙ୍ଗେ ସଙ୍ଗେ ଦିବଂଗତ ଆତ୍ମାର ସଦଗତି କାମନା ସ୍ୱରୂପ ଜଗତର ନାଥ ପ୍ରଭୁ ଜଗନ୍ନାଥଙ୍କ ଠାରେ ପ୍ରାର୍ଥନା କରିଥିଲେ।

News Comment

You Might Also Like

BACK TO TOP