Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ବି କରଡ଼ା ବାଡ଼ି ପଞ୍ଚାୟତ ରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ ||

12-May-2026

ବି.କରଡାବାଡି ପଞ୍ଚାୟତ ସ୍ତରୀୟ ମିଳିତ ଜନଶୁଣାଣି

ଓଡିଶା ଜନ ମତ,ବୁଗୁଡା,   ସନ୍ତୋଷ ପଣ୍ଡା,

ତା --୧୧/୫/୨୬ :---

 ବୁଗୁଡା ବ୍ଲକର ବି.କରଡ଼ାବାଡ଼ି ପଞ୍ଚାୟତରେ ୧୧-୫-୨୬ ତାରିଖ ଦିନ ପଞ୍ଚାୟତ ସ୍ତରୀୟ ଦ୍ଵିତୀୟ ପର୍ଯ୍ୟାୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ବୁଗୁଡା ବିଡିଓ ଦୁତିକୃଷ୍ଣ ପାତ୍ରଙ୍କ ତତ୍ତ୍ଵାବଧାନରେ ପଞ୍ଚାୟତ ସ୍ଥରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଥିଲା। ଏହି ମିଳିତ ଜନଶୁଣାଣି ଶିବିରରେ ସିଡିପିଓ ବବିତା କୁମାରୀ ପଣ୍ଡା, ବୁଗୁଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଆୟୁଷ ମେଡ଼ିକାଲ ଅଫିସର ଡାକ୍ତର ସ୍ୱାର୍ଥକ ସଙ୍କେତ ବିଶ୍ୱାଳ ଓ  ସ୍ଥାନୀୟ ସରପଞ୍ଚ  ଜନସାଧାରଣଙ୍କ ଅଭିଯୋଗ ଗ୍ରହଣ କରିଥିଲେ। ମୋଟ ୨ ଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ଶିବିରରେ ହିଁ ସମାଧାନ ହୋଇଥିଲା। ଏଥିସହ ନୂତନ ଭାବେ ୨୬ ଜଣ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନାରେ ଭତ୍ତା ପ୍ରଦାନ ଓ ୧୦ ଜଣଙ୍କୁ ଜମି ପଟ୍ଟା ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବ୍ଲକ କର୍ମଚାରୀ ସମେତ ବ୍ଳକର ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତଥିଲେ। ବି.କରଡ଼ାବାଡ଼ି ପଞ୍ଚାୟତ ପିଇଓ, ଏଡିଇଓ ଙ୍କ ସମେତ ଅଙ୍ଗନବାଡ଼ି କର୍ମୀ ଓ ବ୍ଳକ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP