Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ବେନ୍ଦାଳିଆ ଗ୍ରାମରେ ଯୁବକ ଙ୍କୁ ଗୋଡ଼ାଇ, ଗୋଡ଼ାଇ ଆକ୍ରମଣ |

12-May-2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମାରଣାନ୍ତକ ଆକ୍ରମଣ। 

ଓଡିଶା ଜନ ମତ, ବ୍ରହ୍ମପୁର,

 କୈଳାଶ ଚନ୍ଦ୍ର ଚୌଧୁରୀ:---
ସଦର ଥାନା ଅନ୍ତର୍ଗତ ବେନ୍ଦାଳିଆ ଗ୍ରାମର ପିଙ୍କୁ ସେଠୀ ନାମକ ଜଣେ ଯୁବକକୁ ଗୋଡ଼ାଇ ଗୋଡ଼ାଇ ମାରଣାସ୍ତ୍ର ରେ ଆକ୍ରମଣ ୪ ଜଣ ଦୁର୍ବୁତ୍ତ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିବା ଜଣାପଡ଼ିଛି।ଅଭିଯୁକ୍ତ ଯୁବକ ଶିବଶଙ୍କର ସାହୁ ଓ ଅନ୍ୟ ୩ ଜଣ ବୋଲି ପ୍ରାତଃ ଭ୍ରମଣ ରେ ଯାଉଥିବା ପ୍ରତ୍ୟକ୍ଷଦର୍ଶୀଙ୍କ ଠାରୁ ପ୍ରକାଶ। ଅଭିଯୁକ୍ତ ମାନଙ୍କର ଘର ସେହି ବେନ୍ଦାଳିଆ ଗ୍ରାମ ଓ ଗୁରୁତର ପିଣ୍ଟୁ ଭୋର୍ ସକାଳୁ କୌଣସି କାମରେ ନିଜ ମୋଟରସାଇକେଲ ଯୋଗେ ଯାଉଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିଥିଲେ। ଗୁରୁତର ପିଣ୍ଟୁ କୁ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସ କୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ବ୍ରହ୍ମପୁର ଏସପି ଡଃ ଶ୍ରବଣ ବିବେକ ଏମ୍ ଓ ସଦର ଡିଏସପି ଙ୍କ ସହ ଆଉ କିଛି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି।

News Comment

You Might Also Like

BACK TO TOP