Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ଘର ସାମ୍ନାରେ ବନ୍ଧୁକ ଦେଖାଇ ମାରିଦେବାକୁ ଧମକ, ତିନି ଅଭିଯୁକ୍ତ ଗିରଫ |

12-May-2026

ଘର ସାମ୍ନାରେ ବନ୍ଧୁକ ଦେଖାଇ ଜୀବନରେ ମାରିବାକୁ ଧମକ, ତିନି ଗିରଫ, ଖଣ୍ଡା ବନ୍ଧୁକ ଜବତ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା
୧୨/୦୫/୨୬ :----

ଘର ସାମ୍ନାରେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଜୀବନରୁ ମାରିଦେବାକୁ ଧମକ, ଥାନାରେ ଅଭିଯୋଗ, ତିନି ଗିରଫ। ଏହିଭଳି ଘଟଣା ପୋଲସରା ଥାନା ଅନ୍ତର୍ଗତ କଣଛାଇ ଗ୍ରାମରେ ଦେଖିବାକୁ ମିଳିଛି।  ମିଳିଥିଵା ସୂଚନା ମୁତାବକ ଗତକାଲି କଣଛାଇ ଗ୍ରାମର ରଞ୍ଜନ ଡାକୁଆଙ୍କ ଘର ସାମ୍ମାନରେ ଗରେଇଝୁଳି ଗ୍ରାମର ଗୁରୁମୃତ୍ତି ନାହାକ,କଣଛାଇ ଗ୍ରାମର କୃଷ୍ଣ ନାହାକ ଓ ଡୁଲୁ ନାହାକ ମିଳିତ ଭାବେ  ବନ୍ଧୁକ ଓ ମାରଣାସ୍ତ୍ର  ଦେଖାଇ ରଞ୍ଜନ ଡାକୁଆଙ୍କ ଘର ସାମ୍ନାରେ ରଞ୍ଜନ କୁ ଗାଳିଗୁଲଜ କରିବା ସହ ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଯାହାକୁ ନେଇ ରଞ୍ଜନ ୧୧/୦୫/୨୬ ତାରିଖ ମଙ୍ଗଳବାର ଦିନ ପୋଲସରା ଥାନାରେ ଅଭିଯୋଗ ଲିଖିତ ଅଭିଯୋଗ କରିଥିଲେ। ଏହି ଅଭିଯୋଗକୁ ଭିତିକରି ପୋଲସରା ଥାନା ପକ୍ଷରୁ ୨୭୭/୨୬ ମାମଲା କରାଯିବା ସହ ଦୁର୍ବୁତ୍ତମାନଙ୍କ ଗିରଫ କରି ସେମାନଙ୍କ ଠାରୁ ଏକ ବନ୍ଧୁକ ଓ ଦୁଇଟି ଖଣ୍ଡା ଓ ତିନି ଗୋଟି ମୋବାଇଲ ଜବତ କରି  ତିନି ଜଣଙ୍କୁ କୋର୍ଟ ଚାଲାଣ କରାଯାଇଥିବା କୁ ନେଇ ଥାନା ଅଧିକାରୀ କୌଶିକ ମାଝୀ ସୂଚନା ଦେଇଛନ୍ତି।

News Comment

You Might Also Like

BACK TO TOP