Breaking News

ଅନଶ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||     

ସିପିଆଇ( ଏମ ଏଲ ) ଲିବରେସନ ପାର୍ଟି ରେ ଶତାଧିକ ଲୋକଙ୍କ ଯୋଗଦାନ |

14-May-2026

ସିପିଆଇ (ଏମଏଲ) ଲିବରେସନରେ ଶତାଧିକ ଲୋକଙ୍କ ଯୋଗଦାନ, ଜୁନ୍ ୧୦ରେ ବିକ୍ଷୋଭ ଚେତାବନୀ, 

 ଓଡିଶା ଜନ ମତ,ରାୟଗଡା, କାମେଶ୍ୱର କର କରିଆ,

ତା --୧୪/୦୫:--

 ରାୟଗଡା ଜିଲ୍ଲା କୋଲନରା ବ୍ଲକ କେଦାପଡା ପଞ୍ଚାୟତର ଗାଦବା ସାହି ନିକଟରେ ସିପିଆଇ (ଏମଏଲ) ଲିବରେସନ ପକ୍ଷରୁ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଛି। ଜିଲ୍ଲା ସମ୍ପାଦକ ତ୍ରିପତି ଗମାଙ୍ଗଙ୍କ ଉପସ୍ଥିତିରେ ଶତାଧିକ ମହିଳା ଓ ପୁରୁଷ ବିଜେଡି, କଂଗ୍ରେସ ଓ ବିଜେପି ଛାଡି ସିପିଆଇ (ଏମଏଲ) ଲିବରେସନରେ ସାମିଲ ହୋଇଥିବା ସୂଚନା ମିଳିଛି।ସଭାରେ ଜଙ୍ଗଲ ଜମି ଓ ଘରଡିହ ପଟ୍ଟା ପ୍ରଦାନ, ମନରେଗା ଆଇନ କାର୍ଯ୍ୟକରୀ କରିବା, ଦୈନିକ ୬୦୦ ଟଙ୍କା ମଜୁରୀ ନିର୍ଦ୍ଧାରଣ, ସମସ୍ତଙ୍କୁ ମାଗଣା ୩୦୦ ୟୁନିଟ୍ ବିଦ୍ୟୁତ ଯୋଗାଣ, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୫ ଲକ୍ଷ ଟଙ୍କା ସହାୟତା ଏବଂ ରେସନ କାର୍ଡଧାରୀଙ୍କୁ ୫୦ କେଜି ଚାଉଳ ପ୍ରଦାନ ସହ ବିଭିନ୍ନ ଦାବି ଉଠାଯାଇଥିଲା।ସେହିପରି ଗୌଡଗୁଡା ଓ ଗାଦବା ସାହି ରାସ୍ତା ନିର୍ମାଣ କାମର ତଦନ୍ତ ଦାବି କରାଯାଇଥିଲା। ଉକ୍ତ ସମସ୍ୟାଗୁଡିକର ସମାଧାନ ଦାବିରେ ଆସନ୍ତା ଜୁନ୍ ୧୦ ତାରିଖରେ କୋଲନରା ତହସିଲ ଓ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା ଦିଆଯିବ ବୋଲି ଜିଲ୍ଲା ସମ୍ପାଦକ ତ୍ରିପତି ଗମାଙ୍ଗ ସୂଚନା ଦେଇଛନ୍ତି।ଏହି କାର୍ଯ୍ୟକ୍ରମରେ ଭକ୍ତ ମିଣିଆକା, କୃଷ୍ଣ ମିଣିଆକା, ମେଦିରି ଗର୍ଡିଆ, ରାମାରାଓ କୁଟ୍ରୁକା, ନୁକି ହୁଇକା, ସୁଶାନ୍ତ ଘାଣ୍ଟା, ନମିତା ହିକକା, ମୋଜେସ ବିଡିକା, ମୂର୍ତ୍ତି ମିଣିଆକା, ଆଛାନା ମାଣ୍ଡାଙ୍ଗି, ବସନ୍ତ ମିଣିଆକା, ଗଙ୍ଗାଧର ହିମିରିକା, ସୁଧୁଂରୁ ମିଣିଆକା, ଛବିଲାଲ ହିହାଲ ଓ ଉମେଶ ଉଇକା ପ୍ରମୁଖ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP