Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ବିଶୁଦ୍ଧ ପାନୀୟ ଜଳ ଦାବିରେ ରାସ୍ତା ଅବରୋଧ |

14-May-2026

ବିଶୁଦ୍ଧ ପାନୀୟଜଳ ଦାବିରେ ରାସ୍ତା ଅବରୋଧ,
ଓଡିଶା ଜନ ମତ,କଲ୍ୟାଣସିଂହପୁର,

 କାମେଶ୍ୱର କର କରିଆ ୧୪/୦୫:----

, ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର ବାଗଗୁଡା ଗାଁରେ ଦୀର୍ଘଦିନ ଧରି ଲାଗିରହିଥିବା ପାନୀୟଜଳ ସମସ୍ୟାକୁ ନେଇ ଗୁରୁବାର ଗ୍ରାମବାସୀ ରାସ୍ତା ଅବରୋଧ କରି ଆନ୍ଦୋଳନ କରିଛନ୍ତି। ଗାଁରେ ମାତ୍ର ୧୧ଟି ପରିବାର ବସବାସ କରୁଥିଲେ ମଧ୍ୟ ଆଜିପର୍ଯ୍ୟନ୍ତ ବିଶୁଦ୍ଧ ପାନୀୟଜଳ ସୁବିଧା ନମିଳିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟରେ ମେଘା ପାନୀୟଜଳ ପ୍ରକଳ୍ପ ଓ ସୋଲାର ଜଳଯୋଗାଣ ବ୍ୟବସ୍ଥା କରାଯାଇଥିଲେ ମଧ୍ୟ ବାଗଗୁଡା ଗ୍ରାମକୁ ଏହାର ସୁଫଳ ମିଳୁନାହିଁ। ପ୍ରତିଦିନ ପାନୀୟଜଳ ପାଇଁ ଗ୍ରାମବାସୀଙ୍କୁ ପ୍ରାୟ ଏକ କିଲୋମିଟର ଦୂରରେ ଥିବା ନାଗାବୋଲି ନଦୀରୁ ପାଣି ଆଣିବାକୁ ପଡୁଛି। ନଦୀର ଅପରିଷ୍କାର ପାଣି ବ୍ୟବହାର କରିବା ଫଳରେ ଗ୍ରାମରେ ବିଭିନ୍ନ ରୋଗ ଦେଖାଦେଉଥିବା ଗ୍ରାମବାସୀ କହିଛନ୍ତି। ବାରମ୍ବାର ପ୍ରଶାସନ ଓ ସ୍ଥାନୀୟ ସରପଞ୍ଚଙ୍କୁ ଅବଗତ କରାଇଥିଲେ ମଧ୍ୟ ସମସ୍ୟାର ସମାଧାନ ନହେବାରୁ ଗୁରୁବାର ସକାଳେ ଗ୍ରାମର ମହିଳା ଓ ପୁରୁଷମାନେ କଲ୍ୟାଣସିଂହପୁର କଳାହାଣ୍ଡି ମୁଖ୍ୟ ରାସ୍ତାର ଗୁଣ୍ଡୁରୀଗୁଡ଼ା ଛକରେ ହାଣ୍ଡି ଓ ଗୋରାରେ ନଦୀ ପାଣି ରଖି ରାସ୍ତା ରୋକ କରିଥିଲେ। ଏହାଫଳରେ ଉଭୟ ପାର୍ଶ୍ୱରେ ଗାଡ଼ିମୋଟର ଚଳାଚଳ ପ୍ରାୟ ଏକ ଘଣ୍ଟା ଧରି ବାଧାପ୍ରାପ୍ତ ହୋଇଥିଲା।ନୀଲାବତୀ ହିକକା, ଅନି ହିକକା, କୁଡୁଞ୍ଜି ହିକକା, କାର୍ଲ୍ଲା ହିକକା, ଦେଖିନା ହିକକା, ସୀତାରାମ ହିକକା, ଜୟ ହିକକା ଓ ସାଲାଇ ହିକକା ପ୍ରମୁଖ ରାସ୍ତା ଅବରୋଧରେ ସାମିଲ ହୋଇଥିଲେ।ଖବର ପାଇ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଜିପିଓ ଶ୍ୱେତାମ୍ବର ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ। ସେ ଯଥାଶୀଘ୍ର ନଳକୂପ ମରାମତି କରାଯିବା ସହ ଗାଁରେ ସ୍ଥାୟୀ ପାନୀୟଜଳ ବ୍ୟବସ୍ଥା କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି । ପରେ ଗ୍ରାମବାସୀ ଆନ୍ଦୋଳନ ପ୍ରତ୍ୟାହାର କରିଥିଲେ।

News Comment

You Might Also Like

BACK TO TOP