Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ହତ୍ୟା ଅଭିଯୁକ୍ତ କୁ ଆଜୀବନ ସଜ୍ଜା ଦେଲେ ଛତ୍ରପୁର ଅତିରିକ୍ତ ଜିଲ୍ଲା ଜର୍ଜ |

15-May-2026

ହତ୍ୟା ଅଭିଯୁକ୍ତ କୁ ଆଜୀବନ କାରାଦଣ୍ଡ ଆଦେଶ। 

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ:---

ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅର୍ନ୍ତଗତ କମାନୀଳନାକ୍ଷୀ ପୁର ଗ୍ରାମରେ ଗତ ୨୦୧୩ ମସିହାରେ ଘଟିଥିବା ହତ୍ୟା କାଣ୍  ର ଵିଚାରଣା କରି ମାନ୍ୟବର ଛତ୍ରପୁର ଅତିରିକ୍ତ ଜିଲ୍ଲାଜଜ୍ ଅଭିଯୁକ୍ତ ଶିବ ନାୟକକୁ ଆଜୀବନ କାରାଦଣ୍ଡ ଆଦେଶ ସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଘଟଣାରୁ ପ୍ରକାଶ ଯେ ଗତ୧୪ ଅଗଷ୍ଟ ୨୦୧୩ ମସିହାରେ ମୃତ୍ କାଳୁ ପ୍ରଧାନ ନିଜ ଶ୍ବଶୁର ଘରେ ଥିବା ବେଳେ ପୁର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଭିଯୁକ୍ତ ଶିବ ନାୟକ, ଦେବରାଜ ପ୍ରଧାନ, ଶମ୍ଭୁନାଥ ପ୍ରଧାନ ଓ ନରସିଂହ ପ୍ରଧାନ ପ୍ରମୁଖ ବିଭିନ୍ନ ମାରଣାସ୍ତ୍ର ଧରି ସଂଘବଦ୍ଧଭାବେ କାଳୁ ବେହେରା ଉପରେ ଆକ୍ରମଣ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଏହି ଘଟଣାକୁ ନେଇ ତାଙ୍କ ସ୍ତ୍ରୀ କୁମାରୀ ବେହେରା ତା ପରଦିନ ଥାନା ରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ଅଭିଯୁକ୍ତ ଶିବ ପ୍ରଧାନ କୁ ଉଠାଇ ଆଣି ଥାନାରେ ଜେରା କରିବା ପରେ ଗିରଫ କରି କୋର୍ଟ ଚାଲାଣ କରିଥିବା ବର୍ତ୍ତମାନ ସୁଦ୍ଧା ଅନ୍ୟ ୩ ଜଣ ଅଭିଯୁକ୍ତ ଫେରାର ଅଛନ୍ତି। ଉକ୍ତ ମାମଲାରେ ୧୨ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ମାନ୍ୟବର ଅଦାଲତ ଦଣ୍ଡ ଶୁଣାଇଛନ୍ତି।

News Comment

You Might Also Like

BACK TO TOP