Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ଜାତୀୟ ରାଜ ପଥରେ ଦୁର୍ଘଟଣା ଜଣେ ମୃତ, ଜଣେ ଗୁରୁତର ||

15-May-2026

ଜାତୀୟ ରାଜପଥରେ ଦୁର୍ଘଟଣା, ଜଣେ ମୃତ, ଦୁଇ ଗୁରୁତର ଡାକ୍ତରଖାନାରେ ଭର୍ତ୍ତି। 

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚନ୍ଦ୍ର ଚୌଧୁରୀ  ;----

ଗୋପାଳପୁର ଥାନା ଅର୍ନ୍ତଗତ ଜାତୀୟ ରାଜପଥ ଟାଟା ମୋଟର୍ସ ସମ୍ମୁଖରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟି ଜଣେ ଅଟୋ ଚାଳକ ବାବୁ ବେହେରା ମୃତ୍ୟୁ ବରଣ କରିଥିବା ବେଳେ କାର୍ ରେ ବସିଥିବା ଦୁଇ ଜଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଘଟଣାରୁ ପ୍ରକାଶ ଯେ କଟକରୁ ଆନ୍ଧ୍ର ଅଭିମୁଖେ ଯାଉଥିବା ଏକ ବାହାର ରାଜ୍ୟର ଟ୍ରକ୍ ରାସ୍ତା କଡ଼ରେ ଥିବା ଏକ ପରିବା ବୋଝେଇ ଅଟୋକୁ ଧକ୍କା ଫଳରେ ନିକଟରେ ଥିବା ଏକ କାର୍ କୁ ପିଟି ହୋଇଥିଲା। ଯାହା ଫଳରେ ଅଟୋ ଚାଳକ ବାବୁକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟ ଦୁଇ ଜଣ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍,କାର୍ ଓ ଅଟୋ କୁ ଜବତ କରିବା ସହ ମୃତ ବାବୁ ର ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି ଓ ଦୁର୍ଘଟଣା ଘଟାଇଥିବା ଟ୍ରକ୍ ଡ୍ରାଇଭର ବିହାର ରାଜ୍ୟର ମହମ୍ମଦ ସାଇଲୁ କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

News Comment

You Might Also Like

BACK TO TOP