Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ସିଂହପୁର ରେ ଫେନ ରେ ଝୁଲି ଯୁବକ ଙ୍କ ସନ୍ଦେହ ଜନକ ମୃତ୍ୟୁ |

15-May-2026

ସିଂହପୁରରେ ଯୁବକଙ୍କ ରହସ୍ୟମୟ ମୃତ୍ୟୁ, ଫ୍ୟାନରେ ଝୁଲୁଥିବା ଅବସ୍ଥାରେ ମିଳିଲା ଶବ,
ଓଡ଼ିଶା ଜନମତ, ଯାଜପୁର,୧୫|୫,

ପ୍ରଦୀପ କୁମାର ମଲ୍ଲିକ:-------
ଯାଜପୁର ଜିଲ୍ଲାର ବିଂଝାରପୁର ଥାନା ଅନ୍ତର୍ଗତ ସିଂହପୁର ଗ୍ରାମରେ ଏକ ଦୁଃଖଦ ଓ ଚଞ୍ଚଳକର ଘଟଣା ଘଟିଛି । ସିଂହପୁର ଗ୍ରାମର ଆକାଶ ମଲିକ (୨୨), ପିତା ଟୁକୁନା ମଲ୍ଲିକ, ଗତ ଗୁରୁବାର ରାତିରେ ଭୋଜନ ସାରି ନିଜ କୋଠରୀରେ ଶୋଇଥିଲେ । ହେଲେ ଆଜି ସକାଳେ ତାଙ୍କ ଜେଜେ ଝରକା ବାଟେ ଦେଖିବାବେଳେ ଆକାଶ ଫ୍ୟାନରେ ଗାମୁଛା ଲଗାଇ ଓହଳି ପଡ଼ିଥିବା ଦେଖି ଆତଙ୍କିତ ହୋଇ ପିସିଆରକୁ ଖବର ଦେଇଥିଲେ । ଖବର ପାଇ ବିଂଝାରପୁର ପୋଲିସ ଓ ଜରି ଫାଣ୍ଡି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ । ପୋଲିସ ଏହି ଘଟଣାରେ ୟୁ.ଡି. କେଶ ନଂ ୧୦/୨୦୨୬ ରୁଜୁ କରି ଶବକୁ ବ୍ୟବଚ୍ଛେଦ ପାଇଁ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ପଠାଇଦେଇଛି । ପ୍ରାଥମିକ ତଦନ୍ତରୁ ଘଟଣାର ସଠିକ କାରଣ ସ୍ପଷ୍ଟ ହୋଇନଥିବାବେଳେ ପୋଲିସ ସମସ୍ତ ଦିଗକୁ ନେଇ ତଦନ୍ତ ଜାରି ରଖିଛି ।
ଉଲ୍ଲେଖଯୋଗ୍ୟ ଯେ, ଆକାଶ ମଲିକଙ୍କ ବାପା ଓ ମାଆ ବିଦେଶରେ ରହୁଥିବା ସୂଚନା ମିଳିଛି । ଏହି ଅକାଳ ମୃତ୍ୟୁ ଘଟଣା ପରେ ସିଂହପୁର ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିବାବେଳେ ଗ୍ରାମବାସୀଙ୍କ ମଧ୍ୟରେ ଗଭୀର ଦୁଃଖ ପ୍ରକାଶ ପାଇଛି ।

News Comment

You Might Also Like

BACK TO TOP