Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ଆର୍ଟ ଅଫ ଗିଭିଙ୍ଗ ପକ୍ଷରୁ ଭଲିବଲ ପ୍ରତିଯୋଗିତା ଓ ସମ୍ବର୍ଦ୍ଧନା ଅନୁଷ୍ଠିତ |

16-May-2026

ଆର୍ଟ ଅଫ୍ ଗିଭିଂ ପକ୍ଷରୁ ଭଲିବଲ ପ୍ରତିଯୋଗିତା ଓ ସମ୍ବର୍ଦ୍ଧନା,

ଓଡ଼ଶା  ଜନମତ , ଯାଜପୁର ୧୬/୫,

ପ୍ରଦୀପ କୁମାର ମଲ୍ଲିକ :----

 କିଟ୍, କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଆର୍ଟ ଅଫ୍ ଗିଭିଙ୍ଗ ପକ୍ଷରୁ ଭଲି ବଲ ପ୍ରତିଯୋଗିତା ଓ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଖେଳାଳୀ ମାନଙ୍କୁ କ୍ରୀଡା କିଟ୍, ଟୋପି ଓ ଟି ସାର୍ଟ ପ୍ରଦାନ କରାଯାଇଛି । ବିଜୟୀ ସିଂହପୁର ଭଲି ବଲ ଟିମ୍ କୁ ମୁଖ୍ୟ ଅତିଥି ସୁଶାନ୍ତ କୁମାର ନାୟକ ଟ୍ରଫି ଓ ମାନପତ୍ର ପ୍ରଦାନ କରିବା ସହ ଉପବିଜେତା ମଲିଆ ଦଳକୁ ଟ୍ରଫି ପ୍ରଦାନ କରାଯାଇଥିଲା ।
ଆଜି ଅପରାହ୍ନରେ ସିଂହପୁର କାକୁଡି ପଡ଼ିଆରେ ଆର୍ଟ ଅଫ ଗିଭିଙ୍ଗ ପକ୍ଷରୁ ଭଲି ବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ସିଂହପୁର ଦଳ ମଲିଆ ଦଳକୁ ହରାଇ ବିଜୟୀ ହୋଇଥିଲା । ଶ୍ରୀକାନ୍ତ ଘଡାଇ  ଖେଳ ପରିଚାଳନା କରିଥିଲେ । ଏହି ଅବସରରେ ସ୍ଥାନୀୟ ସରପଞ୍ଚ ଶଶାଙ୍କ ଶେଖର ଖିଲାର, ଉପଦେଷ୍ଟା ସୁଶାନ୍ତ କୁମାର ନାୟକ ଆଦର୍ଶ ଶିକ୍ଷକ ନାରାୟଣ ଚନ୍ଦ୍ର ଦାସ,ମଳୟ କୁମାର ଥାଟୋଇ,ଦେବେନ୍ଦ୍ର ସାମଲଙ୍କୁ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଗ୍ରାମାଞ୍ଚଳରେ ଭଲି ବଲ ଖେଳକୁ ପ୍ରୋତ୍ସାହନ ଦେବା ଆଜିର ଆହ୍ବାନ ବୋଲି ମୁଖ୍ୟ ଅତିଥି ଶ୍ରୀ ନାୟକ କହିବା ସହ ଡ ଅଚ୍ୟୁତ ସାମନ୍ତଙ୍କ ଭୂୟସୀ ପ୍ରଶଂସା କରିଥିଲେ।

News Comment

You Might Also Like

BACK TO TOP