Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ମହିଳା ସିଟ ସଂରକ୍ଷଣ ଦାବିରେ ଜନ ଆକ୍ରୋଶ ସମାବେଶ ଅନୁଷ୍ଠିତ |

16-May-2026

ଭାରତୀୟ ଜନତା ପାର୍ଟିର ମହିଳା ଜନ ଆକ୍ରୋଶ ଶୋଭାଯାତ୍ରା

ଓଡିଶା ଜନ ମତ,ରାୟଗଡା,୧୬/୦୫

କାମେଶ୍ୱର କରକରିଆ:----
ବିଜେପି ଦଳ ପକ୍ଷରୁ କଂଗ୍ରେସ, ବିଜେଡି ଓ ଇଣ୍ଡି ମେଣ୍ଟ ଦଳର ମହିଳା ବିରୋଧୀ ନୀତିକୁ ମହିଳା ମାନଙ୍କ ତୀବ୍ର ନିନ୍ଦା କରି ମହିଳାଙ୍କ ସ୍ଵାର୍ଥକୁ ଦୃଷ୍ଟିରେ ରଖି ସମଗ୍ର ଦେଶରେ ବିଜେପି ଦଳ ମହିଳା ଜନ ଆକ୍ରୋଶ ଶୋଭାଯାତ୍ରା ଆରମ୍ଭ କରିଛି । ଏହି ଅବସରରେ ରାୟଗଡ଼ା ମହିଳା ମାନଙ୍କ ପକ୍ଷରୁ ମହିଳା ଜନ ଆକ୍ରୋଶ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି ।ରାୟଗଡ଼ା ନଗର ମଣ୍ଡଳ ଠାରେ ନଗର ଭାଜପାର ନଗର ମହିଳା ମୋର୍ଚ୍ଚା ନେତୃତ୍ୱରେ ବିଶାଳ ମହିଳା ଜନ ଆକ୍ରୋଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶହ ଶହ ସଂଖ୍ୟାରେ ମହିଳା ସ୍ଥାନିୟ ଜ୍ୟୋତି ମହଲ ହଟେଲ ଛକ ଠାରୁ କପିଳାସ ଛକ ପର୍ଯ୍ୟନ୍ତ ପଦଯାତ୍ରାରେ ବାହାରି ବିରୋଧ ପ୍ରଦର୍ଶନ କରିଥିଲେ । ନାରୀ ସଂରକ୍ଷଣ ବିଲକୁ ପାରିତ ହେବାରୁ ବଞ୍ଚିତ କରିଥିବା ଇଣ୍ଡି ମେଣ୍ଟ ତଥା ବିରୋଧରେ ମହିଳାମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ, ନବୀନ ପଟ୍ଟନାୟକ ଏବଂ ସ୍ଥାନୀୟ ସାଂସଦ ଙ୍କ କୁଶପୁତ୍ତଳିକା ଦାହ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସଭାପତି ଗୋପୀ ଆନନ୍ଦ, ନଗର ସଭାପତି ରାଜେଶ କୁମାର ପାଣିଗ୍ରାହୀ, ନଗର ମହିଳା ମୋର୍ଚ୍ଚା ସଭାନେତ୍ରୀ ରଚନା ସାହୁ, ନଗର ପ୍ରଭାରୀ ଚକ୍ର ବିଡ଼ିକା, ଜିଲ୍ଲା ମହିଳା ନେତ୍ରୀ ରଜିତା କୋରଡ଼ା, ନଗର ସାଧାରଣ ସମ୍ପାଦକ ଅଜୟ ଚୁଲେଟ, ରାଜେଶ ନାଇଡ଼ୁ, ଉପସଭାତି ଦେବଗିରି ପଟ୍ଟନାୟକ, ବି.ଦେବୀ, ଶିବା ଭାସ୍କର, ରିଙ୍କି ସାହୁ, ସମ୍ପାଦକ ପି ସାଇ, ରାଜ୍ଯ ଜନଜାତି ମୋର୍ଚ୍ଚାର ଉପସଭାପତି ବସନ୍ତ ଉଲ୍ଲାକା, ସାଂସଦ ପ୍ରାର୍ଥୀ କାଳୀ ରାମ ମାଝୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଗଣ, ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଉମେଶ ଖୋସ୍ଲା, ସମେତ ନଗର ଭାଜପାର ଅନେକ ନାରୀ ନେତ୍ରୀ, ଜିଲ୍ଲା ପଦାଧିକାରୀ ଏବଂ ବରିଷ୍ଠ ନେତୃବୃନ୍ଦ ସହ ବହୁ ସଂଖ୍ୟକ ମହିଳା କର୍ମୀ ଓ ଦଳୀୟ କାର୍ଯ୍ୟକର୍ତ୍ତାମାନେ ଯୋଗଦେଇ ନାରୀ ସଶକ୍ତିକରଣ ପକ୍ଷରେ ନିଜର ସମର୍ଥନ ପ୍ରକାଶ କରିଥିଲେ।

News Comment

You Might Also Like

BACK TO TOP