Breaking News

ମାଳ ଦ୍ୱୀପ ରେ ଫସିଥିବା ଦାଦନ ଶ୍ରମିକ ଙ୍କୁ ଉଦ୍ଧାର କରିବାଜୁ ପ୍ରଶାସନ ଙ୍କୁ ଅନୁରୋଧ |    (23-Dec-2024)       ||      ମାରଦା ମହୋତ୍ସବ ପାଈଁ ଶୁଭଖୁଣ୍ଟି ସ୍ଥାପନ |    (23-Dec-2024)       ||      କରଚୁଲି ଶିଶୁମନ୍ଦିର ର ବାର୍ଷିକ ଉତ୍ସବ ଅନୁଷ୍ଠିତ |   (23-Dec-2024)       ||      ନୂଆଁ ବର୍ଷରୁ ମାସିକିଆ ମିଳିବ ରାସନ ||   (23-Dec-2024)       ||      ପୋଲସରା ହାତୀଓଟ ଆଦର୍ଶ ବିଦ୍ୟାଳୟ ର 3ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ |   (23-Dec-2024)       ||      ବୁଗୁଡ଼ା ବ୍ଲକ ଅଙ୍ଗନ ୱାଡି କର୍ମୀ ସମ୍ମିଳନୀ |    (23-Dec-2024)       ||      ପୋଲସରା ଏନଏସିରେ ଚଞ୍ଚକତା କରି ଧନିବ୍ୟକ୍ତି ପାଇଛନ୍ତି ଆବାସ ଯୋଜନା |    (23-Dec-2024)       ||      ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||     

ଆଜିଠାରୁ ଭୁବନେଶ୍ୱର ରେ ତିନିଦିନ ଯାଏଁ ମୋ ବସ ବନ୍ଦ ରହିବ ||

29-Nov-2024

ଆଜିଠୁ ଭୁବନେଶ୍ୱରରେ  ତିନି ଦିନ ଯାଏଁ ଚାଲିବନି `ମୋ ବସ୍`

ଓଡିଶା  ଜନମତ  ବ୍ୟୁରୋ  

ଆଜିଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଗ୍ରସ୍ତ ସହିତ  ଡିଜିପି ସମ୍ମିଳନୀ ଥିବାରୁ  ୨୯ ରୁ ୧ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବିଭିନ୍ନ ସ୍ଥାନରେ କଟକଣା ଲାଗୁ କରାଯାଇଛି । ଡିଜିପି ସମ୍ମିଳନୀ ପାଇଁ ଅସୁବିଧା ଆଶଙ୍କା କରି ଭୁବନେଶ୍ୱର   ରେ କଡ଼ାକଡି କରାଯାଇଛି ସୁରକ୍ଷାବ୍ୟବସ୍ଥା । ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ କନିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।  ଭିଭିଆଇପିଙ୍କ ଗସ୍ତକୁ ନଜର  ରେ ରଖି ରାସ୍ତାରେ ଯାନ ବାହାନ ମନା ହୋଇଛି । ତେଣୁ ଏହି ତିନିଦିନ ମୋବସ ସେବା ବନ୍ଦ କରାଯାଇଛି  | ତେଣୁ ଭୁବନେଶ୍ୱର ର  ସରକାରୀ, ବେସରକାରୀ ଚାକିରିଆ ମହିଳା ଏବଂ ବାହାରୁ ବିଭିର୍ଣ୍ଣ କାମ  ଏବଂ ମେଡିକାଲ କୁ ଯାଉଥିବା  ବ୍ୟକ୍ତି ମନେ ମୋବସ ଛଡା ଅନ୍ୟ ଆଟୋ ଓ ଘରୋଇ ବସ ରେ ନିଜର ଗନ୍ତବ୍ୟ ସ୍ଥଳକୁ ଯାତାୟତ କରି ପାରିବେ  | ଏହି ତିନି ଦିନ ପରେ ପୁଣି ମୋ ବସ ସ୍ୱାଭାବିକ ଭାବେ ଚଳା, ଚଳ  କରିବ ବୋଲି  ପୋଲିସ ସୂତ୍ରରୁ ସୂଚନା ମିଳିଛି  |

News Comment

You Might Also Like

BACK TO TOP