Breaking News

ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||     

ଇଲେଭେନ କେଭି ବଦ୍ୟୁତ ତାର ଲାଗି ଚାଲିଗଲା ଯୁବକଙ୍କ ଜୀବନ |

17-May-2026

11କେଭି ବିଦ୍ୟୁତ ତାର     ସଂସ୍ପାର୍ଶ ରେ ଆସି ଯୁବକ ମୃତ |

   ଓଡିଶା ଜନ ମତ ବ୍ୟୁରୋ,

ରଘୁନାଥପୁର ବ୍ଲକ ପୁରଣ ଓଡ଼ପଡ଼ା ସ୍ଥିତ  ହେରିଟେଜ ଦୁଗ୍ଧ ଶୀତଳିକରଣ କେନ୍ଦ୍ରରେ  ଏକ ବଡ଼ ଅଘଟଣ ଘଟି କେନ୍ଦ୍ରରେ ଭୟର ବାତାବରଣ ସୃଷ୍ଟି ହୋଇଛି । ଏହି ପ୍ଲାଣ୍ଟରେ କାର୍ଯ୍ୟରତ ଶ୍ରମିକ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣାର ସୂର୍ଯ୍ୟ କୁମାର 42 ବର୍ଷ ୧୧କେଭି ଲାଇନ ସଂସ୍ପର୍ଶରେ ଆସି ମୃତ୍ୟୁ ବରଣ କରିଛନ୍ତି । ଘଟଣାରୁ ପ୍ରକାଶ, ପ୍ରତ୍ୟେକ ଦିନ ଭଳି ସୂର୍ଯ୍ୟ କୁମାର ଦୁଗ୍ଧ ଟ୍ୟାଙ୍କର ଭର୍ତ୍ତିକରି ସିଲ୍ କରିଥାନ୍ତି । ଆଜିମଧ୍ୟ ଏହା ସମ୍ପୂର୍ଣ୍ଣ କରିବା ପରେ ଗାଡ଼ି   ଡ୍ରାଇଭର ଗାଡ଼ିକୁ ଏକ ଛାଇ ସ୍ଥାନରେ ରଖ୍  ଖାଇବାକୁ ଚାଲି ଯାଇଥିଲେ। ଏହି  ସମୟରେ ଗାଡ଼ି କୁ ଠିକ ଭାବେ ସିଲ୍  କରାଯାଇଛି କି ନାହିଁ ଏହା ଦେଖୁବାକୁ ସୂର୍ଯ୍ୟ  କୁମାର ଗାଡ଼ି ଉପରକୁ ଉଠିଗଲା ପରେ ମୁଣ୍ଡ ଉପରେ ଯାଇଥିବା ୧୧ କେଭି ସଂସ୍ପର୍ଶରେ ଆସି କରେଣ୍ଟ ଯୋଗୁଁ ତଳେ ଗଳି ପଡ଼ିଥିଲେ। କରେଣ୍ଟ ଶବ୍ଦ ଶୁଣି ପ୍ଲାଣ୍ଟରୁ କର୍ମଚାରୀ ମାନେ ଦୈଡାଦୈଡି ହୋଇ ଆସି ସୂର୍ଯ୍ୟ କୁମାରଙ୍କ ଏଭଳି ଅବସ୍ଥା ଦେଖ୍ ସଙ୍ଗେ ସଙ୍ଗେ ତାଙ୍କୁ ଚିକିତ୍ସା ପାଇଁ ରଘୁନାଥ
ପୁର ଡାକ୍ତର ଖାନାକୁ ଆଣିଥିଲେହେଲେ ଡକ୍ଟର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ | ଏହି ଘଟଣାରେ ରଘୁନାଥପୁର ଥାନା ପୋଲିସ ତଦନ୍ତ ଚଳାଉଥିବା ବେଳେ  ମୃତକଙ୍କ ପରିବାରକୁ ଏ ବାବଦରେ ଅବଗତ କରା ଯାଇଥିବା ଜଣାଯାଇଛି।

News Comment

You Might Also Like

BACK TO TOP