Breaking News

ପୋଲସରା ଏନଏସିରେ ଚଞ୍ଚକତା କରି ଧନିବ୍ୟକ୍ତି ପାଇଛନ୍ତି ଆବାସ ଯୋଜନା |    (23-Dec-2024)       ||      ସମବାୟ ମନ୍ତ୍ରୀ ଦେଲେ ସୂଚନା, ଧାନ ନଷ୍ଟ ହେଲେ ଚାଷୀ ଙ୍କୁ ମିଳିବ କ୍ଷତି ପୂରଣ |    (22-Dec-2024)       ||      ଅଦିନିଆ ବର୍ଷା ପାଣି ପଶି କଟାଯାଇଥିବା ଧାନ, ପରିବାଚାଷ କ୍ଷତିଗ୍ରସ୍ତ |    (22-Dec-2024)       ||      ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଜାତୀୟ ଗଣିତ ଦିବସ ଓ ମାତୃ କର୍ମଶାଳା ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର 27ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ |    (22-Dec-2024)       ||      ବୁଗୁଡ଼ା ନିୟୁ ଏରା ପବ୍ଲିକ ସ୍କୁଲ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |   (22-Dec-2024)       ||      ବୁଗୁଡ଼ା ପିପୁଲସ ହାଇସ୍କୁଲ ର 1992 ମାଟ୍ରିକ ବ୍ୟାଚ ଛାତ୍ର ଙ୍କ ପ୍ରଥମ ବନ୍ଧୁ ମିଳନ |    (22-Dec-2024)       ||      ଖଲ୍ଲିକୋଟ କନକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ |    (22-Dec-2024)       ||      ଲଗାଣ ବର୍ଷା ରେ ଚାଷୀ ବେହାଲ |    (21-Dec-2024)       ||      ପାଟ ଖଣ୍ଡା ପବ୍ଲିକ ସ୍କୁଲ ରେ 27ତମ ବାର୍ଷିକ କ୍ରୀଡା ଉଦଯାପିତ |   (21-Dec-2024)       ||      ବାଲିଗୁଡା କାଳୀ ମନ୍ଦିର ଠାରେ ଜଳିଗଲା କ୍ରିଷ୍ଣା ଘରୋଇ ବସ |    (21-Dec-2024)       ||      ଅଦିନିଆ ଲଗାଣ ବର୍ଷାରେ ଭିଜିଲା ଚାଷୀଙ୍କ କଟା ଧାନ, ଚିନ୍ତାରେ ଚାଷୀ |    (21-Dec-2024)       ||      କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଶିକ୍ଷା ମନ୍ତ୍ରୀ ଙ୍କ ପାଖରେ ଦାବୀ କଲେ ଆସ୍କା ସାଂସଦ |   (21-Dec-2024)       ||      ଲୋକସଭା ର ସରିଲା ଶୀତ ଅଧିବେଶନ ||   (21-Dec-2024)       ||      ଉତ୍ତମ ସେବା ପାଈଁ ଜରଡ଼ା ଥାନା ଷ୍ଟାଫ ଏସପି ଙ୍କ ଠାରୁ ସମ୍ବର୍ଦ୍ଧିତ ||   (20-Dec-2024)       ||      ବୁଗୁଡ଼ା ଅଞ୍ଚକ ରେ ଲଗାଣ ବର୍ଷା ରେ କଟା ଧାନ ଫସଲ ନଷ୍ଟ |    (20-Dec-2024)       ||      ବାଲିଗୁଡା ଥାନା କୁଟିକିଆ ଅଞ୍ଚଳ ରୁ 120 ଏକର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ |   (20-Dec-2024)       ||      ଜିଲ୍ଲା ଶିକ୍ଷା ବିଭାଗ ର ଜିଲ୍ଲା ପ୍ରକଳ୍ପ ପରିଚାଳନା ବିଭାଗ ର ବୈଠକ ଅନୁଷ୍ଠିତ |   (20-Dec-2024)       ||      ଦଣ୍ଡପଦର ଆଦର୍ଶ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଅନୁଷ୍ଠିତ |    (20-Dec-2024)       ||      ପୁରୁଷୋତ୍ତମପୁର ଏନଏସି ବୈଠକ ହଲ ରେ ସପ୍ତମ କାଉନ ସିଲ ବୈଠକ ଅନୁଷ୍ଠିତ |    (20-Dec-2024)       ||     

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ରେ ଅନ୍ତ ମହାବିଦ୍ୟାଳୟ ସ୍ତରୀୟ ବିଭିର୍ଣ୍ଣ ପ୍ରତିଯୋଗିତା ଅନୁଷ୍ଠିତ |

29-Nov-2024

ଅନ୍ତଃ ମହାବିଦ୍ୟାଳୟ କଳା, ସାହିତ୍ୟ ଓ ସାଂସ୍କୃତିକ ପ୍ରତିଯୋଗିତା ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟ ପରିସରରେ ଉଦଘାଟିତ ,

                 ଓଡିଶା ଜନମତ  ବ୍ୟୁରୋ,

      ଗୋପାଳପୁର:-29.11.
ଆଜି ପୂର୍ବହ୍ନରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ଥିତ ବିଜୁ ପଟନାୟକ ଅଡିଟରିଅମ ଠାରେ ଅନ୍ତଃ ମହାବିଦ୍ୟାଳୟ କଳା, ସାହିତ୍ୟ ଓ ସାଂସ୍କୃତିକ ପ୍ରତିଯୋଗିତା ଉଦଘାଟିତ ହୋଇସାରିଛି l ଏଥିରେ ଚୟନ ହୋଇଥିବା ଛାତ୍ର ଛାତ୍ରୀ ମାନେ ଆସନ୍ତା 8 ଜାନୁଆରୀ 2025 ରେ କଲିକତାର ସିଷ୍ଟର ନିବେ ଦିତା ବିଶ୍ୱବିଦ୍ୟାଳୟରେ ଆୟୋଜିତ ହେବାକୁ ଥିବା ଅନ୍ତଃ ବିଶ୍ୱବିଦ୍ୟାଳୟ ଯୁବ ମହୋତ୍ସବରେ ଯୋଗ ଦେବେ ବୋଲି ସାଂସ୍କୃତିକ ସଂଯୋଜକ ଡ ସରିତା ଦାସ ଜଣାଇଛନ୍ତି l ଉଦଘାଟନ କାର୍ଯ୍ୟକ୍ରମରେ ସ୍ନାତକୋତ୍ତର ବିଭାଗ ସମୂହ ର ଅଧ୍ୟକ୍ଷ ପ୍ରଫେସର ସୁକାନ୍ତ କୁମାରତ୍ରିପାଠୀ,ମହାବିଦ୍ୟା ଳୟ ଉନ୍ନୟନ ପରିଷଦର ନିର୍ଦ୍ଦେଶକ ପ୍ରଫେସର ସିଦ୍ଧାର୍ଥ ଶଙ୍କର ପଣ୍ଡା, ସହ କୁଳ ସଚିବ ଡ ସରୋଜ କୁମାର ଦାଶ, ସଂଗୀତ ନିର୍ଦ୍ଦେଶକ ଯତୀନ ଦାସ ଓ ସଂଗ୍ରାମ କେଶରୀ ପଟନାୟକ ତଥା ସାଂସ୍କୃତିକ ସଂଯୋଜକ ଡ ସରିତା ଦାସ ମଂଚାସୀନ ଥିଲେ l ଏହି କାର୍ଯ୍ୟକ୍ରମରେ ପ୍ରାୟ 15 ଟି ମହାବିଦ୍ୟାଳୟ ଓ 20 ଟି ବିଭାଗରୁ 200 ଛାତ୍ର ଛାତ୍ରୀ ଯୋଗ ଦେଇଥିଲେ l ଡ ମିହିର କୁମାର ତ୍ରିପାଠୀ, ସିମାଞ୍ଚଳ ବେହେରା, ମନୋଜ ଶତପଥୀ ଏବଂ ମିତ୍ରଭାନୁ ମେହେର ପ୍ରମୁଖ ସହଯୋଗ କରିଥିଲେ l ଆସନ୍ତା କାଲିଏହି ପ୍ରତିଯୋଗିତା ଉଦଯାପିତ ହେବ l

News Comment

You Might Also Like

BACK TO TOP