Breaking News

ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||     

ବେଳକଣା ଗାଁରେ ମହିଳାଙ୍କ ମୃତ୍ୟୁ ,କାରଣ ଅସ୍ପଷ୍ଟ |

18-May-2026

ବେଳକଣା ଗାଁରେ ବିବାହିତ ମହିଳାଙ୍କ ମୃତ୍ୟୁ, କାରଣ ଅସ୍ପଷ୍ଟ |

ଓଡିଶା ଜନମତ ରାୟଗଡା, ୧୮/୦୫,

କାମେଶ୍ୱର କରକରିଆ  : ----

ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସିକରପାଇ ପଞ୍ଚାୟତ ବେଳକଣା ଗାଁରେ ଜଣେ ବିବାହିତ ମହିଳାଙ୍କ ଅସ୍ୱାଭାବିକ ମୃତ୍ୟୁ ଘଟିଥିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଘଟଣାର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଥିବା ବେଳେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣି ଥାନାରେ ଲିଖିତ ଏତଲା ଦେଇଥିବା ଜଣାପଡିଛି। ମୃତ ମହିଳା ଜଣକ କରପା ପଞ୍ଚାୟତ ସୁଳିପଦର ଗ୍ରାମର ରଞ୍ଜିତା ସାହୁ(୨୪) ବୋଲି ଜଣାପଡିଛି। ସେ ବେଳକଣା ଗ୍ରାମର ପଙ୍କଜ ନେମାଳପୁରିଙ୍କୁ ବିବାହ କରିଥିଲେ। ସୂଚନା ଅନୁସାରେ, ରଞ୍ଜିତା ସୁଳିପଦର ଗ୍ରାମରେ ଅଙ୍ଗନବାଡି ୱାର୍କର ଭାବେ କାର୍ଯ୍ୟରତ ଥିଲେ। ବିବାହର ପ୍ରାୟ ଦୁଇ ବର୍ଷ ପରେ କୌଣସି ଏକ କାରଣକୁ ନେଇ ଏହି ଘଟଣା ଘଟିଥିବା ନେଇ ସ୍ଥାନୀୟରେ ଚର୍ଚ୍ଚା ହେଉଛି। ପ୍ରକାଶ ଯେ, ସ୍ୱାମୀ ପଙ୍କଜ ଡିୟୁଟି ସାରି ଘରକୁ ଫେରି କବାଟ ବାଡେଇଥିଲେ। କିନ୍ତୁ ରଞ୍ଜିତା କବାଟ ଖୋଲିନଥିଲେ। ଦୀର୍ଘ ସମୟ ଧରି କବାଟ ନ ଖୋଲିବାରୁ ପଙ୍କଜ କବାଟ ଭାଙ୍ଗି ଘର ଭିତରକୁ ପସିଥିଲେ। ସେଠାରେ ରଞ୍ଜିତା ବେକରେ ଚୁନି ଲଗାଇ ଝୁଲି ପଡିଥିବା ଦେଖିଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରି ସିକରପାଇ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ପରେ ଡାକ୍ତର ତାଙ୍କୁ କଲ୍ୟାଣସିଂହପୁର ଗୋଷ୍ଠୀ ସ୍ଵାସ୍ତ୍ୟ କେନ୍ଦ୍ର କୁ ସ୍ଥାନାନ୍ତର କରିଥିଲେ। ହେଲେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଉଥିବା ସମୟରେ ଅଧା ରାସ୍ତାରେ ରଞ୍ଜିତାଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ଘଟଣା ସମ୍ପର୍କରେ ଖବର ପାଇ କଲ୍ୟାଣସିଂହପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଶବ ଜବତ କରି ଶବ ବ୍ୟବଛେଦ ପାଇଁ ପଠାଇଥିବା ବେଳେ ପରେ ଶବକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏହି ଘଟଣାରେ କଲ୍ୟାଣସିଂହପୁର ଥାନା ଆଇଆଇସି କଳ୍ପନା ବେହେରା, ଏସଆଇ ହେମନ୍ତ କୁମାର ବରିହା ଏବଂ ଏସଡିପିଓ ଗୌରହରୀ ସାହୁ ତଦନ୍ତ କରୁଥିବା ସୂଚନା ମିଳିଛି। ତେବେ ମୃତ୍ୟୁର ପ୍ରକୃତ କାରଣ ଶବ ବ୍ୟବଛେଦ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହେବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

News Comment

You Might Also Like

BACK TO TOP