Breaking News

ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||     

ବିଦ୍ୟୁତ ଆଘାତ ରେ ସାନ ରାମଚନ୍ଦ୍ର ପୁରରେ ଦୁଇ ଯୁବକ ମୃତ |

18-May-2026

ବିଦ୍ୟୁତ ଆଘାତରେ  ଦୁଇ ଯୁବକ ମୃତ୍ୟୁ,
ଓଡିଶା ଜନମତ, ଖଲ୍ଲିକୋଟ,

ମାଧବ ବେହେରା :----

ରମ୍ଭା ଥାନା  ଅନ୍ତର୍ଗତ  ସାନ  ରାମଚନ୍ଦ୍ର ପୁର  ଗ୍ରାମରେ ଘଟିଛି ଅଘଟଣ।ଏକ  ନୁଆ ଘରେ  ବିଦ୍ୟୁତ୍ କାମ କରୁଥିବା ବେଳେ  ହଠାତ୍  ବିଦ୍ୟୁତ୍  ସଂସ୍ପର୍ଶରେ ଆସି  ମୃତ୍ୟୁ  ବରଣ କରିଛନ୍ତି ଦୁଇ ଯୁବକ।ଯୁବକ  ଦୁଇ ଜଣ  ମଧୁରଚୁଆ ଗାଁ ର  ଦୀପୁ  ବେହେରା ଓ  ଅଜୟ  ବେହେରା  ବୋଲି ଜଣାପଡିଛି।ରମ୍ଭା ପୋଲିସ ଘଟଣାସ୍ଥଳରେ ପହଂଚି  ଶବକୁ ଯବତ୍ କରିବା ସହ  ତଦନ୍ତ ଆରମ୍ଭ କରିଛି।ଉକ୍ତ ଦୁଇ ଯୁବକ ଗୋଟିଏ ନିର୍ମାଣ ଧୀନ କୋଠା ଘରେ  ପାଇପ ଓ ବିଜୁଳି ବାରିଙ୍ଗ କରୁଥିବା ବେଳେ ଏଭଳି ଅଘଟଣ ଘଟିଥିବା ପ୍ରକାଶ | ମୃତ ଯୁବକ ଙ୍କ ମଧ୍ୟରୁ ଜଣେ ନବ ବିବାହିତ ଥିବା ଏ ସୂତ୍ର ରୁ ଜଣା ପଡିଛି |ଯୁବକ ଦ୍ବୟ ଙ୍କ ମୃତୁ ରେ ଗ୍ରାମରେ ଶୋକ ର ଛାୟା ଖେଳି ଯାଇଛି |

News Comment

You Might Also Like

BACK TO TOP