Breaking News

ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||     

ପେଟ୍ରୋଲ, ଡିଜେଲ ସ୍ଥିତି ସମୀକ୍ଷା ପାଇଁ ସମନ୍ୱୟ ବୈଠକ |

19-May-2026

ପେଟ୍ରୋଲ ଡିଜେଲ ଯୋଗାଣ ସ୍ଥିତି ସମୀକ୍ଷା ପାଇଁ ସମନ୍ୱୟ ବୈଠକ

ଓଡ଼ିଶା ଜନମତ ,ଯାଜପୁର 

ପ୍ରଦୀପ କୁମାର ମଲ୍ଲିକ): ୧୯|୦୫ :----
ଯାଜପୁର ଜିଲ୍ଲାରେ ପେଟ୍ରୋଲ, ଡିଜେଲ ତୈଳ ଯୋଗାଣର ସମୀକ୍ଷା ପାଇଁ ଏକ ଜିଲ୍ଲା ସ୍ତରୀୟ ବିପତ୍ତି ପରିଚାଳନା କମିଟିର ସମନ୍ୱୟ ବୈଠକ ସୋମବାର ଅନୁଷ୍ଠିତ ହୋଇଛି। ଜିଲ୍ଲାପାଳ ଅମ୍ବର କୁମାର କରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ ଶିବାନନ୍ଦ ସ୍ୱାଇଁ, ଜିଲ୍ଲା ଯୋଗାଣ ଅଧିକାରୀ ଦିଲ୍ଲୀପ ପାଣିଗ୍ରାହୀ, ମାର୍କେଟ ଇନ୍ସପେକ୍ଟର ଏବଂ ବିଭିନ୍ନ ତୈଳ କମ୍ପାନୀର ପ୍ରତିନିଧିମାନେ ଉପସ୍ଥିତ ଥିଲେ।  ଜିଲ୍ଲାରେ ତୈଳ ଯୋଗାଣର ବର୍ତ୍ତମାନ ସ୍ଥିତି, କେତେ ଷ୍ଟକ୍ ଉପଲବ୍ଧ ରହିଛି, କେତୋଟି ପେଟ୍ରୋଲ ପମ୍ପ ବନ୍ଦ ରହିଛି, ମାସିକ ଆବଶ୍ୟକତା ସମ୍ପର୍କରେ ଜିଲ୍ଲାପାଳ ପଚାରି ବୁଝିଥିଲେ। ରାତି ୮ ଟା ପରେ ପେଟ୍ରୋଲ ପମ୍ପ କାହିଁକି ବନ୍ଦ ରହୁଛି ବୋଲି ଜିଲ୍ଲାପାଳ ପ୍ରଶ୍ନ କରିଥିଲେ। ଗତ ମାସରେ ଚାହିଦା ବୃଦ୍ଧି ଯୋଗୁଁ ଯୋଗାଣରେ ବାଧା ଉପୁଜିଥିଲା। ଯାଜପୁର ଏକ ଖଣି ଏବଂ ଶିଳ୍ପ ଅଞ୍ଚଳ ହୋଇଥିବାରୁ ଡିଜେଲ ଚାହିଦା ମଧ୍ୟ ଅଧିକ ରହିଛି। ତୈଳ କମ୍ପାନୀଙ୍କ କହିବା ଅନୁଯାୟୀ ଗତ କିଛି ଦିନ ପେଟ୍ରୋଲ ଯୋଗାଣରେ ଅସୁବିଧା ହେବା ପରେ ଜିଲ୍ଲାରେ ବର୍ତ୍ତମାନ ପେଟ୍ରୋଲ ଯୋଗାଣ ସ୍ଥିତି ସ୍ୱାଭାବିକ ରହିଛି। କିନ୍ତୁ ଡିଜେଲ ଯୋଗାଣରେ ସୁଧାର ଆସିବା ପାଇଁ ଆଉ କିଛି ସମୟ ଲାଗିପାରେ ବୋଲି ସେମାନେ ମତାମତ ରଖିଥିଲେ। ଏହାସହ ଆମ୍ବୁଲାନ୍ସ, ଜରୁରୀକାଳୀନ ଯାନବାହାନଗୁଡିକୁ ପେଟ୍ରୋଲ ଏବଂ ଡିଜେଲ ଦିଆଯାଉଛି ବୋଲି କମ୍ପାନୀ ପ୍ରତିନିଧିମାନେ କହିଥିଲେ। ପ୍ରତ୍ୟେକ ଫିଲିଙ୍ଗ ଷ୍ଟେସନ୍ ଏବଂ ପେଟ୍ରୋଲ ପମ୍ପଗୁଡିକୁ ପରିଦର୍ଶନ କରି ଯାଞ୍ଚ କରିବା ସହ ସ୍ଥିତି ସମୀକ୍ଷା କରିବା ପାଇଁ ମାର୍କେଟ ଇନ୍ସପେକ୍ଟର ଏବଂ ତହସିଲଦାରମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଲୋକେ ଯେମିତି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ସେନେଇ ଜିଲ୍ଲା ପ୍ରଶାସନର ଗୁରୁତ୍ବ ରହିଛି।

News Comment

You Might Also Like

BACK TO TOP