Breaking News

ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||     

ନିୟମ ଗିରିରେ 28 ଟିକିଆ ହାତୀପଲ ଆତଙ୍କ, ଗାଁ ଲୋକେ ଆତଙ୍କିତ |

19-May-2026

ନିୟମଗିରିରେ ୨୮ଟିକିଆ ହାତୀପଳ ଆତଙ୍କ, ଗାଁ ଲୋକ ଭୟଭୀତ,

ଓଡିଶା ଜନମତ ରାୟଗଡା,୧୯/୦୫,

କାମେଶ୍ୱର କରକରିଆ : ---

ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ନିୟମଗିରି ଅଞ୍ଚଳର ପାର୍ସାଲି, ସୁନାଖଣ୍ଡି ଓ କରପା ପଞ୍ଚାୟତ ଭଳି ପାହାଡିଆ ଅଞ୍ଚଳରେ ୨୮ଟିକିଆ ହାତୀପାଳ ଘୁରୁଥିବା ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ପରିବେଶ ସୃଷ୍ଟି ହୋଇଛି। ବର୍ତ୍ତମାନ ଆମ୍ବ, ପଣସ ଓ ଅନ୍ୟାନ୍ୟ ଫଳ ପାଚିଥିବାରୁ ଖାଦ୍ୟ ସନ୍ଧାନରେ ହାତୀମାନେ ଜଙ୍ଗଳରୁ ଗାଁମୁହାଁ ହେଉଥିବା ସୂଚନା ମିଳିଛି। ହାତୀପାଳ କେତେକ ସ୍ଥାନରେ ଘର ଭାଙ୍ଗି କ୍ଷତି କରୁଥିବା ବେଳେ ଅନ୍ୟ କେତେକ ସ୍ଥାନରେ ଗଛପତ୍ର ନଷ୍ଟ କରୁଥିବା ଦେଖିବାକୁ ମିଳୁଛି। ସୂଚନା ଅନୁଯାୟୀ, ଏହି ହାତୀପାଳ କଳାହାଣ୍ଡି ଅଞ୍ଚଳରୁ ରାୟଗଡା ଜିଲ୍ଲାର ପାର୍ସାଲି, ସୁନାଖଣ୍ଡି ଓ କରପା ଭଳି ପାହାଡ଼ ଘେରା ଅଞ୍ଚଳକୁ ଆସି ବର୍ତ୍ତମାନ ସୁନାଖଣ୍ଡି ପଞ୍ଚାୟତର ସରାଟି ଅଞ୍ଚଳରେ ଡେରା ପକାଇଥିବା ବନବିଭାଗ ପକ୍ଷରୁ କୁହାଯାଇଛି।
ଅଞ୍ଚଳବାସୀଙ୍କୁ ସଚେତନ କରାଯାଇଥିବା ବେଳେ ପାହାନ୍ତିଆ ଓ ସନ୍ଧ୍ୟା ୫ଟା ପରେ ଜଙ୍ଗଳକୁ ନଯିବାକୁ ବନବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଗଜସାଥୀ ଟିମ୍‌ ମଧ୍ୟ ହାତୀପାଳର ଗତିବିଧି ଉପରେ ନଜର ରଖି ଆକଳନ କାର୍ଯ୍ୟ ଚାଲାଇଥିବା ଜଣାପଡ଼ିଛି।
ଏନେଇ ଫରେଷ୍ଟ ଭଗବାନ ସାରାକା ଓ ଗାର୍ଡ ଅନୁଷ୍କା ପଣ୍ଡାଙ୍କୁ ପଚାରିବାରୁ ସେ କହିଛନ୍ତି, ଆମେ ଲୋକଙ୍କୁ ସମସ୍ତ ପ୍ରକାର ସଚେତନ କରୁଛୁ। ଆମ୍ବ ଓ ପଣସ ସମୟ ହେତୁ ହାତୀପାଳ ଏହି ଅଞ୍ଚଳରେ ରହୁଛନ୍ତି।

News Comment

You Might Also Like

BACK TO TOP