Breaking News

ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||     

ସାପକାମୁଡ଼ାରେ ମୃତ ମହିଳା ଙ୍କ ଚକ୍ଷୁ ଦାନ କଲେ ପରିବାର ଲୋକେ |

19-May-2026

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ, ଚକ୍ଷୁଦାନ କରି ଉଦାହରଣ ସୃଷ୍ଟି କଲେ ପରିବାର,
ଓଡ଼ିଶା ଜନମତ ରାୟଗଡା, ୧୯/୦୫,

କାମେଶ୍ୱର କରକରିଆ : ----

ସାପ କାମୁଡାରେ ଜଣେ ମହିଳାଙ୍କ ମୃତ୍ୟୁ ପରେ ତାଙ୍କ ପରିବାର ପକ୍ଷରୁ ଚକ୍ଷୁଦାନ କରାଯାଇ ଏକ ମାନବିକ ଉଦାହରଣ ସୃଷ୍ଟି ହୋଇଛି। ମୃତକ ହେଲେ ରାୟଗଡ଼ା ଜିଲ୍ଲା ଗୁମୁଡ଼ା ଅଞ୍ଚଳର ଜେ. ପଦ୍ମା। ସୂଚନା ଅନୁସାରେ, ଗତକାଲି ରାତିରେ ପଦ୍ମାଙ୍କୁ ସାପ କାମୁଡିଥିଲା। ପରିବାର ଲୋକେ ତୁରନ୍ତ ତାଙ୍କୁ ପଦ୍ମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ଆଜି ସକାଳ ପ୍ରାୟ ୮ଟା ସମୟରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।ମୃତ୍ୟୁ ପରେ ପରିବାର ଲୋକେ ତାଙ୍କର ଦୁଇଟି ଚକ୍ଷୁ ଦାନ କରିବାକୁ ସମ୍ମତି ଦେଇଥିଲେ। ମୃତକଙ୍କ ସ୍ୱାମୀ ଜଣେ ଗରିବ ଚାଷୀ ହୋଇଥିଲେ ମଧ୍ୟ ସମାଜ ପାଇଁ ଏପରି ମହାନ କାର୍ଯ୍ୟ କରି ସମସ୍ତଙ୍କ ପାଇଁ ଉଦାହରଣ ସୃଷ୍ଟି କରିଛନ୍ତି। ଏହି ଘଟଣାକୁ ନେଇ ଅଞ୍ଚଳରେ ଚକ୍ଷୁଦାନ ପ୍ରତି ସଚେତନତା ଓ ମାନବିକତାର ଏକ ସୁନ୍ଦର ବାର୍ତ୍ତା ପ୍ରସାରିତ କରିଛନ୍ତି।

News Comment

You Might Also Like

BACK TO TOP