Breaking News

ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||     

ମାଟିକାମ ବେଳେ କାନ୍ଥ ଭୁଶୁଡି 17ଶ୍ରମିକ ଆହାତ 2ଜଣ ଗୁରୁତରଙ୍କୁମେଡିକାଲ କୁ ସ୍ଥାନାନ୍ତର |

19-May-2026

ମାଟି କାମ ବେଳେ କାନ୍ଥ ଭୁଶୁଡ଼ି ୧୭ ଶ୍ରମିକ ଆହତ, ଦୁଇ ଗୁରୁତର ରାୟଗଡା ସ୍ଥାନାନ୍ତରିତ,
ଓଡିଶା ଜନମତ ୧୯/୦୫,

କାମେଶ୍ୱର କରକରିଆ :-----

 ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ଅଞ୍ଚଳରେ ଘର ନିର୍ମାଣ କାମ ସମୟରେ ଅଘଟଣ ଘଟି କାନ୍ଥ ଭୁଶୁଡ଼ି ପଡିବାରୁ ୧୭ ଜଣ ଶ୍ରମିକ ଆହତ ହୋଇଥିବା ଜଣାପଡିଛି। ଆହତମାନଙ୍କ ମଧ୍ୟରେ ୧୫ ଜଣ ମହିଳା ଓ ୨ ଜଣ ପୁରୁଷ ରହିଛନ୍ତି।ଏହି ଘଟଣା ସନ୍ଧ୍ୟା ୩ଟା ସମରେ କଲ୍ୟାଣସିଂହପୁରର ଗୋପି ଦୋକାନ ଘର ନିର୍ମାଣ କାମ ଚାଲିଥିବା ବେଳେ ଶ୍ରମିକମାନେ ମାଟି ବୋହୁଥିଲେ ଓ କାନ୍ଥଭାଙ୍ଗିଥିବା ଆହତ ଶ୍ରମିକମାନେ କହିଛନ୍ତି । ଏହି ସମୟରେ ହଠାତ୍ କାନ୍ଥ ସମ୍ପୂର୍ଣ୍ଣ ଭାବେ ଭାଙ୍ଗିପଡି ଶ୍ରମିକମାନଙ୍କ ଉପରେ ପଡିଥିଲା। ଫଳରେ ସମସ୍ତେ ଆହତ ହୋଇଥିଲେ। ଆହତମାନଙ୍କ ମଧ୍ୟରେ  ଅଧିକ ଆଘାତ ଯମୁନା କଳାକା(୧୬) ଓ କୁମାରୀ କଂଜାକା(୧୫) ନାବାଳିକା କୁ ହୋଇଥିବା ଜଣାପଡିଛି। ସମସ୍ତଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଲକ୍ଷ୍ମୀ ପିଡିଷିକା(୪୫) ଓ ଦାଇମା ହୁଇକା(୫୫)ଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ  ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଉକ୍ତ ଦୃଘଟଣା ରେ ଆଘାତ ହୋଇଥିବା ମହିଳା ଶ୍ରମିକ ମାନଙ୍କ ଚିକିତ୍ସା ଡାକ୍ତର ପ୍ରମଦ କୁମାର ମିଶ୍ର  କରିଥିଲେ। ଏହାଛଡ଼ା ମାଣିକ କଂଜାକା, ଲକ୍ଷ୍ମୀ କୁଲେସିକା, ଜାଗା ହିକକା ଙ୍କ ସହ ଅନ୍ୟ ଆହତମାନେ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। 
ଘଟଣା ସମ୍ପର୍କରେ ଘର ମାଲିକର କୌଣସି ପ୍ରତିକ୍ରିୟା ମିଳିନାହିଁ।

News Comment

You Might Also Like

BACK TO TOP