Breaking News

ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||     

ବେଗୁନିଆପଡା ଠାରେ ଜଣେ ବ୍ୟକ୍ତିଙ୍କ ଗଳିତ ଶବ ଉଦ୍ଧାର |

20-May-2026

ବେଗୁନିଆପଡ଼ା ଠାରେ ଜଣେ ବ୍ଯକ୍ତିଙ୍କ ଗଳିତ ଶବ ଉଦ୍ଧାର, 

 ଓଡିଶା ଜନ ମତ, କୋଦଳା, ସୂର୍ଯ୍ୟ ନାରାୟଣ ବଡୁ:----

ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଥାନା ଅନ୍ତର୍ଗତ ବେଗୁନିଆପଡ଼ା ସ୍ଥିତ ନୂଆଁ ଡେରା ସାହିରେ ଜଣେ ବ୍ଯକ୍ତିଙ୍କର ଗଳିତ ଶବ ଉଦ୍ଧାର କରିଛି ପୋଲିସ। ପରିତ୍ୟକ୍ତ ଅବସ୍ଥାରେ ଶବଟି ପଡି ପଚି ଯାଇଥିବା ବେଳେ ସ୍ଥାନୀୟ ଲୋକେ ଖବର ପାଇ ବେଗୁନିଆପଡ଼ା ଥାନାକୁ ଖବର ଦେଇଥିଲେ। ପରେ ବେଗୁନିଆପଡ଼ା ଥାନା ଅଧିକାରୀ ଭଗବାନ ପୂଜାରୀଙ୍କ ତତ୍ବାବଧାନରେ ପୋଲିସ ଟିମ୍ ପହଞ୍ଚି ଶବକୁ ଉଧାର କରି ପୋଷ୍ଟ ମୋଟମ୍ ପାଇଁ ପଠାଯାଇଛି। ତେବେ କେଉଁ ପରିସ୍ଥିତିରେ ବ୍ଯକ୍ତିକଂ ମୃତ୍ୟୁ ଘଟିଲା ଏବଂ କିପରି ଘଟିଲା ସେ ନେଇ ସ୍ପଷ୍ଟ ସୂଚନା ମିଳି ପାରିନାହିଁ।ମୃତ ବ୍ଯକ୍ତି ଜଣକ ହେଲେ ମର୍ଦ୍ଦକୋଟର ସାମାନ୍ଯ ଦୃଷ୍ଟିହୀନ ଭାସ୍କର ନାୟକ ବୋଲି ସୂଚନା ମିଳିଛି। ସେ ଦୀର୍ଘ ଦିନ ଧରି ବେଗୁନିଆପଡ଼ା ସ୍ଥିତ ଅଖଣ୍ଡ ନାମରେ ହରିନାମ ସଂକୀର୍ତ୍ତନ କାର୍ଯ୍ୟ କରୁଥିବା ବେଳେ କିପରି ମୃତ୍ୟୁ ଘଟିଲା ତାହା ଜଣାପଡିନାହିଁ। ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି।ପୋଲିସ ପକ୍ଷ ରୁ ଶବ ବ୍ୟବଛେଦ ପାଇଁ ପଠାଯାଇଥିବା ଜଣାପଡ଼ିଛି

News Comment

You Might Also Like

BACK TO TOP