Breaking News

ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||      ଜିଲ୍ଲା କଂଗ୍ରେସର ପରିବର୍ଦ୍ଧିତ୍ବ କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |   (05-Oct-2026)       ||      ବରଗଡ଼ ଜିଲ୍ଲା ରେ ଜିଲ୍ଲପାଳ ଙ୍କ ନିର୍ଦ୍ଧେଶ ରେ ବାଦ ପଡ଼ିଥିବା ଓ ନୂତନ ଯୁବ ଭୋଟର ଙ୍କ ପାଇଁ ସ୍ୱତନ୍ତ୍ର ଅଭିଯାନ ||   (04-Oct-2026)       ||      ବ୍ରହ୍ମପୁର ନିମଖଣ୍ଡି ଥାନା ଅଞ୍ଚଳ ରେ ବନ୍ଧୁର ଆକ୍ରମଣ ରେ ବନ୍ଧୁର ମୃତ୍ୟୁ |    (04-Oct-2026)       ||      ପୋଲମା ବିଦ୍ୟାଳୟ ଛାତ୍ର ସୁଶାନ୍ତ ଙ୍କୁ ଜାତୀୟ ଥ୍ରୋ- ବଲରେ ସ୍ଵର୍ଣ ପଦକ |   (04-Oct-2026)       ||      ଆଲିଜିନିଗୁଡା ଆମ୍ବ ତୋଟା ରେ ବିଜେଡିର ବିଶାଳ ମିଶ୍ରଣ ପର୍ବ |   (04-Oct-2026)       ||      ଛତ୍ରପୁର ଗୋବିନପୁର ସୀତାନଗର ରୁ ଆଠ ଫୁଟିଆ ଅଜଗର ସାପ ଉଦ୍ଦାର |    (04-Oct-2026)       ||      ବିଜେଡିର ସିନିଏର ପେନାଲ ଲିଷ୍ଟ ରେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |   (04-Oct-2026)       ||      ଟ୍ରେନ ଧକ୍କାରେ ଟ୍ରାକ ମେନ ର ମୃତ୍ୟୁ ||   (03-Oct-2026)       ||      ସୋରଡ଼ା ମଠ ସାହିର ନିଖୋଜ ଛାତ୍ର ର ମୃତ ଦେହ ଉଦ୍ଧାର ||   (03-Oct-2026)       ||      କୁନୀ ଝିଅର ଆରୋଗ୍ୟ ପାଇଁ ଘରେ, ଘରେ ଛାତ୍ର, ଛାତ୍ରୀ ମାଗୁଛନ୍ତି ଅର୍ଥ |   (03-Oct-2026)       ||      ବରିଷ୍ଠ ଶିକ୍ଷକ ନେତା କାମ ରାଜୁ ମହାରଣା ଆନ୍ତର୍ଜାତୀୟ ବରିଷ୍ଟ ନାଗରିକ ଦିବସ ରେ ସମ୍ବର୍ଦ୍ଧିତ |    (03-Oct-2026)       ||      ଖୋର୍ଦ୍ଧା ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲ ର 125ତମ ବାର୍ଷିକ ସମାରୋହରେ ଯୋଗଦେଲେ ଓଡିଶା ରାଜ୍ୟପାଳ |   (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀଓଶାସ୍ତ୍ରୀ ଜୟନ୍ତୀ ବରଗଡ଼ ରେ ମହା ସମାରୋହ ରେ ପାଳିତ ||   (03-Oct-2026)       ||      ଅନସ୍ଲୋ ହାଇସ୍କୁଲ ବିଜ୍ଞାନ ନାଟକ ପ୍ରତିଯୋଗୀ ତାରେ ଗଞ୍ଜାମ ଜିଲ୍ଳାରେ ପ୍ରଥମ ସ୍ଥାନ ପାଇଛି ||   (03-Oct-2026)       ||      ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||     

ବଡ଼ ପଙ୍କଳ ବାଡ଼ି ପଞ୍ଚାୟତ ରେ , ଭତା, ପଟା ଓ ରାସନ କାର୍ଡ ବଣ୍ଟନ |

20-May-2026

ବଡପଙ୍କଳବାଡ଼ି ପଞ୍ଚାୟତରେ ପଟ୍ଟା, ଭତ୍ତା ଓ ରେଶନକାର୍ଡ ବଣ୍ଟନ।

ଓଡ଼ିଶା ଜନମତ,ପୋଲସରା,ସନ୍ତୋଷ କୁମାର ପଣ୍ଡା:---

 ପୋଲସରା ବ୍ଲକ୍ ବଡପଙ୍କଳବାଡ଼ି ଗ୍ରାମ ପଞ୍ଚାୟତରେ ବସୁନ୍ଧରା ଘରବାରୀ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ପୋଲସରା ତହସିଲ  ପକ୍ଷରୁ ସ୍ଥାନୀୟ ଭାରତ ନିର୍ମାଣ ରାଜୀବ ଗାନ୍ଧୀ ସେବା କେନ୍ଦ୍ରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୋଲସରା ବିଧାୟକ ତଥା ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିବା ସହିତ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଥିବା ବେଳେ  ନିକଟରେ  ତହସିଲଦାର ଦିପ୍ତିମୟୀ ପାତ୍ର ଓ ଅତିରିକ୍ତ ତହସିଲଦାର ଶିରିଶ ଚନ୍ଦ୍ର ମଲ୍ଲିକ, ବିଡ଼ିଓ ଶଶିଭୂଷଣ ମହାପାତ୍ର,ସରପଞ୍ଚ ଭାରତୀ ବେହେରା, ସମିତି ସଭ୍ୟା ଲିଲି ବେହେରା, ପିଇଓ ପବିତ୍ର କୁମାର ପରିଡ଼ା ଏଵଂ ବ୍ଲକ୍ ଖାଦ୍ୟ ଯୋଗାଣ ଅଧିକାରୀ ସନ୍ଦୀପ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ୧୩୨ ଜଣ ବାସହିନଙ୍କୁ ବସୁନ୍ଧରା ଯୋଜନା ଅନ୍ତର୍ଗତ ଘରବାରୀ ପଟ୍ଟା ସମେତ ୧୫ ଜଣଙ୍କୁ ନୂତନ ରେଶନକାର୍ଡ ଓ ୧୧ ଜଣଙ୍କୁ ବାର୍ଦ୍ଧକ୍ୟ ଭତ୍ତା ମନ୍ତ୍ରୀ ମହୋଦୟଙ୍କ ଦ୍ୱାରା ବଣ୍ଟନ କରାଯାଇଥିଲା। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ରାଜୀବ କୁମାର ଜେନା, କୃଷ୍ଣଚନ୍ଦ୍ର ଜେନା, ରଘୁନାଥ ପଣ୍ଡା, ରାମକୃଷ୍ଣ ପ୍ରଧାନ ପ୍ରମୁଖ ନେତୃବୃନ୍ଦଙ୍କ ସମେତ ପଞ୍ଚାୟତ କାର୍ଯ୍ୟାଳୟର ଷ୍ଟାଫ୍  କର୍ମଚାରୀଗଣ ଏବଂ ଏସଏଚଜି ମହିଳାମାନେ ଉପସ୍ଥିତ ରହି ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମକୁ ବିଶିଷ୍ଟ ମଞ୍ଚ ଉପସ୍ଥାପକ ଦେବାଶିଷ ସ୍ବାଇଁ ସଂଯୋଜନା କରିଥିଲେ।

News Comment

You Might Also Like

BACK TO TOP